ଆଉ ଜଣେ ଗୁପ୍ତଚର ଗିରଫ

ଲକ୍ଷ୍ନୌ,୧୯ା୫: ଧରାପଡ଼ିଲେ ଆଉ ଜଣେ ପାକିସ୍ତାନୀ ISI ଗୁପ୍ତଚର। ଉତ୍ତରପ୍ରଦେଶ ରାମପୁରର ବାସିନ୍ଦା ଶେହଜାଦ ଗିରଫ ହୋଇଛନ୍ତି। ତାଙ୍କୁ ମୁରାଦାବାଦରୁ ଉତ୍ତରପ୍ରଦେଶ ଏଟିଏସ୍‌ ଗିରଫ କରିଛି। ଗତ କିଛି ବର୍ଷ ଧରି ପାକିସ୍ତାନ ଯିବା ଆସିବା କୁରଥିଲେ ଶେହଜାଦ। ଆଇଏସ୍‌ଆଇକୁ ସୁରକ୍ଷା ସମ୍ବନ୍ଧୀୟ ଗୁପ୍ତ ସୂଚନା ଦେଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri