ଆଉ ଜଣେ ଗୁପ୍ତଚର ଗିରଫ

ଲକ୍ଷ୍ନୌ,୧୯ା୫: ଧରାପଡ଼ିଲେ ଆଉ ଜଣେ ପାକିସ୍ତାନୀ ISI ଗୁପ୍ତଚର। ଉତ୍ତରପ୍ରଦେଶ ରାମପୁରର ବାସିନ୍ଦା ଶେହଜାଦ ଗିରଫ ହୋଇଛନ୍ତି। ତାଙ୍କୁ ମୁରାଦାବାଦରୁ ଉତ୍ତରପ୍ରଦେଶ ଏଟିଏସ୍‌ ଗିରଫ କରିଛି। ଗତ କିଛି ବର୍ଷ ଧରି ପାକିସ୍ତାନ ଯିବା ଆସିବା କୁରଥିଲେ ଶେହଜାଦ। ଆଇଏସ୍‌ଆଇକୁ ସୁରକ୍ଷା ସମ୍ବନ୍ଧୀୟ ଗୁପ୍ତ ସୂଚନା ଦେଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri