Posted inଜାତୀୟ

ବନ୍ଦେ ଭାରତ ଟ୍ରେନ ଉପରେ ପୁଣି ପଥର ମାଡ

ଥିରୁଭାନନ୍ତପୁରମ୍‌,୧୭।୮: ପୁଣିଥରେ ବନ୍ଦେ ଭାରତ ଟ୍ରେନ ଉପରେ ପ୍ରଥର ମାଡ ହୋଇଛି। କେରଳରେ ଏହି ଘଟଣା ଘଟିଛି। କିଛି ଅଜ୍ଞାତ ଲୋକେ ରାଜ୍ୟ ରେଳବାଇର କାସରଗୋଡ-ଥିରୁଭାନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଉପରକୁ ପଥର ଫିଙ୍ଗିଥିଲେ। ଏଥିରେ ଟ୍ରେନର ଏକ ଝରକା କାଚ ଭାଙ୍ଗିଗଲା। ଏହାପୂର୍ବରୁ ରାଜ୍ୟର ଉତ୍ତର କନ୍ନୁର ଜିଲାରେ ଦୁଇଟି ଟ୍ରେନକୁ ପଥର ଫିଙ୍ଗା ଯାଇଥିଲା।
କାସାରାଗୋଡ-ଥିରୁବନନ୍ତପୁରମ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଉପରେ ହୋଇଥିବା ଆକ୍ରମଣ ଯୋଗୁ ସି -୮ କୋଚର ଏକ ଝରକା ଭାଙ୍ଗିଯାଇଛି। ଫଳରେ ରାଜ୍ୟ ରେଳ ଯାତ୍ରା ଉପରେ ସୁରକ୍ଷା ସମ୍ବନ୍ଧୀୟ ଚିନ୍ତା ବୃଦ୍ଧି ପାଇଛି। ରେଳ ଅଧିକାରୀଙ୍କ କହିବାନୁସାରେ, ରାତି ୪ ରୁ ୪.୩୦ ମଧ୍ୟରେ ଭଟକାର ନିକଟରେ ଏହି ଘଟଣା ଘଟିଥିଲା। ଏହି ଘଟଣାରେ କେହି ଆହତ ହୋଇନାହାଁନ୍ତି, କିନ୍ତୁ ବାହାରୁ କାଚ ଭାଙ୍ଗି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଣିଥରେ ଦେଶରେ ଲକଡାଉନ୍‌ ଲାଗୁ କରିପାରନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ପରେ ଏମିତି କହିଲେ…

ନୂଆଦିଲ୍ଲୀ,୨୭।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାର ଏବଂ ନିର୍ବାଚନ କମିଶନଙ୍କ ବିରୋଧରେ ମୋର୍ଚ୍ଚା ଖୋଲିଛନ୍ତି। ପଶ୍ଚିମ ବର୍ଦ୍ଧମାନରେ…

ଚନ୍ଦ୍ରଗିରି ଯାଉଥିବା ବେଳେ ଟ୍ରକକୁ ପଛପଟୁ ଧକ୍କା ଦେଲା ଆକ୍ଟିଭା

ମୋହନା, ୨୭ା୩(ମନ୍ମଥ ମିଶ୍ର): ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ଏକ ଟ୍ରକରେ ଦ୍ରୁତ ଗତିରେ ଆସୁଥିବା ଏକ ଆକ୍ଟିଭା (ଓଆର ୦୭ଏନ-୪୯୬୫) ପଛପଟୁ ଧକ୍କା ଦେଇଥିଲା। ଫଳରେ…

ଇରାନ ସଂଘର୍ଷ ଭିତରେ ଭାରତ ପାଇଁ ଆଶ୍ବସ୍ତି, ଆସିଲା LPG ବୋଝେଇ ଟ୍ୟାଙ୍କର

ନୂଆଦିଲ୍ଲୀ,୨୭ା୩: ଭାଡିନାର ବନ୍ଦରରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଖବର ମିଳିଛି । ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଆଶ୍ୱସ୍ତିର ସଙ୍କେତ ଦେଖାଦେଇଛି । ଏଲପିଜି ବୋଝେଇ…

ଥରିଲା ପୃଥିବୀ, ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୭ା୩: ଶୁକ୍ରବାର ସକାଳେ ଲେହ ଲଦାଖରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯…

ଘରୋଇ ହିଂସାରୁ ମହିଳାଙ୍କୁ କିପରି ସୁରକ୍ଷା ଦେବ ଆଇନ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି (ଟିଏଲଏସସି )ପକ୍ଷରୁ ଗୁରୁବାର ସ୍ଥାନୀୟ ମିଶନ ଶକ୍ତି ଭବନ ପରିସରରେ ଏକ ଆଇନ…

ପେଟ୍ରୋଲ-ଡିଜେଲ ଶସ୍ତା କଲେ ସରକାର, ହ୍ରାସ ହେଲା ଉତ୍ପାଦ ଶୁଳ୍କ, ଜାଣନ୍ତୁ ପ୍ରତି ଲିଟର କେତେ…

ନୂଆଦିଲ୍ଲୀ,୨୭ା୩: ଆମେରିକା-ଇରାନ ଯୁଦ୍ଧ ଯୋଗୁ ଦେଶବ୍ୟାପୀ ଇନ୍ଧନ ମୂଲ୍ୟ ବୃଦ୍ଧିର ଆଶଙ୍କାକୁ ଦୃଷ୍ଟିରେ ରଖି ଭାରତ ସରକାର ପେଟ୍ରୋଲ ଏବଂ ଡିଜେଲ ଉଭୟ ଉପରେ ଅତିରିକ୍ତ ଉତ୍ପାଦ…

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri