୧୨ରେ ପୁଣି ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୮।୯: ରାଜ୍ୟରେ ଧୀରେ ଧୀରେ ଲଘୁଚାପ ଦୁର୍ବଳ ହୋଇଛି । ତେବେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ରାଜଧାନୀ ଭୁବନେଶ୍ୱର ସମେତ ଢେଙ୍କାନାଳ, ବାରିପଦା, କଟକ ଭଳି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇଛି । ତେବେ ୧୨ ତାରିଖରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।
ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?