ରାଜଧାନୀରେ ପୁଣି ଛାତ୍ର ଆତ୍ମହତ୍ୟା

ଭୁବନେଶ୍ୱର,୧୩।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆତ୍ମହତ୍ୟା ମାଲମା ବଢ଼ୁଛି। ମଙ୍ଗଳବାର ଭୁବନେଶ୍ବରରେ ଆଉ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ସେ ହେଲେ ଗଙ୍ଗପଡ଼ାରେ ଏକ ଘରୋଇ କଲେଜର ଛାତ୍ର ସୂର୍ଯ୍ୟପ୍ରକାଶ ପଲାଇ । ସୂର୍ଯ୍ୟପ୍ରକାଶ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ର ଥିଲେ ।
ସୋମବାର ରାତିରେ ସୂର୍ଯ୍ୟପ୍ରକାଶ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତେବେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହରେ ପରିବାର ଲୋକେ ଇନଫୋ ଭ୍ୟାଲି ଥାନାରେ ଏତଲା ଦେଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପୂର୍ବରୁ ତରବରିଆ ଭାବେ କଲେଜ କର୍ତ୍ତୃପକ୍ଷ କବାଟ ଭାଙ୍ଗି ମୃତଦେହକୁ ଏମ୍‌ସକୁ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri