ରାଜଧାନୀରେ ପୁଣି ଛାତ୍ର ଆତ୍ମହତ୍ୟା

ଭୁବନେଶ୍ୱର,୧୩।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆତ୍ମହତ୍ୟା ମାଲମା ବଢ଼ୁଛି। ମଙ୍ଗଳବାର ଭୁବନେଶ୍ବରରେ ଆଉ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ସେ ହେଲେ ଗଙ୍ଗପଡ଼ାରେ ଏକ ଘରୋଇ କଲେଜର ଛାତ୍ର ସୂର୍ଯ୍ୟପ୍ରକାଶ ପଲାଇ । ସୂର୍ଯ୍ୟପ୍ରକାଶ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ର ଥିଲେ ।
ସୋମବାର ରାତିରେ ସୂର୍ଯ୍ୟପ୍ରକାଶ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତେବେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହରେ ପରିବାର ଲୋକେ ଇନଫୋ ଭ୍ୟାଲି ଥାନାରେ ଏତଲା ଦେଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ପୂର୍ବରୁ ତରବରିଆ ଭାବେ କଲେଜ କର୍ତ୍ତୃପକ୍ଷ କବାଟ ଭାଙ୍ଗି ମୃତଦେହକୁ ଏମ୍‌ସକୁ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆ ପାଇବେ ସାହସିକତା ପୁରସ୍କାର

ଭୁବନେଶ୍ୱର, ୨୨ା୧(ବ୍ୟୁରୋ):ଭାରତୀୟ ଶିଶୁ କଲ୍ୟାଣ ପରିଷଦ ବା ଇଣ୍ଡିଆନ କାଉନ୍‌ସିଲ ଫର୍‌ ଚାଇଲ୍ଡ ଓ୍ବେଲ୍‌ଫେୟାର(ଆଇସିସିଡବ୍ଲ୍ୟୁ) ପକ୍ଷରୁ ୬୩ତମ ଜାତୀୟ ସାହସିକତା ପୁରସ୍କାର ନେଇ ସାହସୀ ପିଲାଙ୍କ...

ରାଜ୍ୟ ବଜେଟ ୨୦୨୦-୨୧: ବଜେଟରେ କ’ଣ ନୂଆ

ବଜେଟରେ କ’ଣ ନୂଆ ଇ-ବଜେଟର ପ୍ରଚଳନ, ଯାହାକି ପରିବେଶ ଅନୁକୂଳ ପଦକ୍ଷେପ ହୋଇପାରିଛି। ସ୍ବତନ୍ତ୍ର ମୋବାଇଲ ଆପ୍‌, ଯାହାକି ଗୁଗଲ ପ୍ଲେ ଷ୍ଟୋର୍‌ ଏବଂ ଆପଲ୍‌...

ଟଙ୍କା ଫେରସ୍ତ ମାଗିବାରୁ ନର୍ସିଂ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ଉଦ୍ୟମ

ଦେବଗଡ଼,୨୮ା୪: ଦେବଗଡ଼ ପୌରାଞ୍ଚଳ ଅନ୍ତର୍ଗତ ମିରିଗିଡିଆ ସାହି ଅଞ୍ଚଳରେ ଥିବା ଘରୋଇ ନର୍ସିଂ ଟ୍ରେନିଂ ସ୍କୁଲର ଶିକ୍ଷୟିତ୍ରୀଙ୍କୁ ଉକ୍ତ ସ୍କୁଲର ଡାଇରେକ୍ଟର ବଳାତ୍କାର ଉଦ୍ୟମ ସହ...

ଅନୁଭବଙ୍କ ବିରୋଧରେ ଏତଲା ଦେବା ପରେ ବି ନିଆଯାଉନାହିଁ କାର୍ଯ୍ୟାନୁଷ୍ଠାନ: ମହିଳାଙ୍କ ଥାନା ସମ୍ମୁଖରେ ଧାରଣା

କଟକ ଅଫିସ,୧୪।୭: ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ଭାଇ ଅନୁପ୍ରାସଙ୍କ ବିରୋଧରେ ଏତଲା ଦେବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା...

୨୬ କର୍ମଚାରୀରେ ସାଇବର ଅପରାଧ ନିୟନ୍ତ୍ରଣ

ଯାଜପୁର ଅଫିସ,୧୨।୧୨: ରାଜ୍ୟରେ ସାଇବର ଅପରାଧ ଅଣାୟତ୍ତ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ ୨୦୧୫ରୁ ୨୦୨୧ ସେପ୍ଟେମ୍ବର ୩୦ ମଧ୍ୟରେ ୭୩୩୦ ସାଇବର ଅପରାଧ ପଞ୍ଜୀକୃତ...

ମହିଳା ସଶକ୍ତୀକରଣ ନେଇ ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି।...

ଟ୍ରକ୍‌ ଧକ୍କାରେ ଓଲଟିପଡ଼ିଲା ବସ୍‌: ୮ ଯାତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର ଅଫିସ,୨୨।୧: ବାଲେଶ୍ୱର ଜିଲା ସୋର ଅନ୍ତର୍ଗତ ଏନଏଚ୍‌-୧୬ ବିଦୁଠାରେ ଶନିବାର ଭୟଙ୍କର ଦୁର୍ଘଟଣା ଘଟିଛି। ବସ୍‌କୁ କୋଇଲା ବୋଝେଇ ଟ୍ରକ୍‌ ଧକ୍କାଦେବା ଫଳରେ ଭାରସାମ୍ୟ...

ଆଜିଠୁ ବର୍ଷା: ବଜ୍ରପାତ ନେଇ ଆଜି ୧୪ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଆସନ୍ତା ୮, ୧୦ ଓ ୧୧ ତାରିଖରେ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ସହିତ ବଜ୍ରପାତ ହେବ। ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ,...

Advertisement
Archives

Model This Week