Posted inଖେଳ

IPLରେ ବୁମରାଙ୍କ ଆଉ ଏକ ସଫଳତା

ମୁମ୍ବାଇ,୨୭ା୪: ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ତଥା ଭାରତୀୟ ଦଳର ପ୍ରିମିୟର ପେସର ଯଶପ୍ରୀତ ବୁମରା ତାଙ୍କ ଉଲ୍ଲେଖନୀୟ କ୍ୟାରିୟରରେ ଆଉ ଏକ ସଫଳତା ଯୋଡ଼ିଛନ୍ତି। ସେ ରବିବାର ମୁମ୍ବାଇ ଫ୍ରାଞ୍ଚାଇଜର ସବୁଠୁ ସଫଳ ବୋଲର ହେବାର ସଫଳତା ହାସଲ କରିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ବୁମରା ୪ ଉଇକେଟ ନେଇଥିଲେ। ଏଥିଯୋଗୁ ଆଇପିଏଲ୍‌ରେ ତାଙ୍କ ଉଇକେଟ ସଂଖ୍ୟା ୧୭୪ରେ ପହଞ୍ଚିଛି। ଏଥିପୂର୍ବରୁ ଶ୍ରୀଲଙ୍କାର ଲିଜେଣ୍ଡ ପେସର ଲାସିଥ ମାଲିଙ୍ଗାଙ୍କ ନାମରେ ମୁମ୍ବାଇ ଦଳର ସବୁଠୁ ସଫଳ ବୋଲର ହେବାର ରେକର୍ଡ ଥିଲା। ସେ ୧୨୨ ମ୍ୟାଚ୍‌ରେ ୧୭୦ ଉଇକେଟ ନେଇଥିଲେ। ମୁମ୍ବାଇ ଫ୍ରାଞ୍ଚାଇଜର ସବୁଠୁ ସଫଳ ବୋଲରଙ୍କ ତାଲିକାରେ ପୂର୍ବତନ ଅଫ ସ୍ପିନର ହରଭଜନ ସିଂ ୧୩୬ ମ୍ୟାଚ୍‌ରେ ୧୨୭ ଉଇକେଟ ସହ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଲଭ ସଂଯୋଗର ଚମକିବ ୪ ରାଶିର ମହିଳାଙ୍କ ଭାଗ୍ୟ! ଧନବର୍ଷା ସହ ଖୋଲିବ ସୌଭାଗ୍ୟର ଦ୍ୱାର, ଜାଣନ୍ତୁ ସେହି ରାଶି କିଏ…

ଏଥର ହରତାଳିକା ତୀଜ ଓ ଗଣେଶ ଚତୁର୍ଥୀର ସଂଯୋଗକୁ ଧାର୍ମିକ ଦୃଷ୍ଟିରୁ ବେଶ ବିଶେଷ ମନେ କରାଯାଉଛି। ହିନ୍ଦୁ ଧର୍ମରେ ଉଭୟ ପର୍ବର ରହିଛି ବିଶେଷ ମହତ୍ତ୍ୱ।…

ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱ

ଖୋର୍ଦ୍ଧା,୧୦ା୯(ପ୍ରଭାତ ପାଣିଗ୍ରାହୀ): ଏମ୍‌ଏସ୍‌ଏମ୍‌ଇ ବିଭାଗର କମିଶନର-କମ୍‌-ସଚିବ ତଥା ଇଲେକ୍ଟୋରାଲ ରୋଲ ପର୍ଯ୍ୟବେକ୍ଷକ ରଶ୍ମିତା ପଣ୍ଡା, ଖୋର୍ଦ୍ଧା ଜିଲାକୁ ଦ୍ୱିତୀୟ ଥର ଗସ୍ତରେ ଆସି ଏସ୍‌ଆଇଆର ସମ୍ପର୍କିତ କାର୍ଯ୍ୟର…

ସରକାରଙ୍କ ବଡ ଘୋଷଣା: ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧ ଲକ୍ଷ ଟଙ୍କା

ଲକ୍ଷ୍ନୌ,୧୦।୯: ଉତ୍ତର ପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବହୁତ କମ ସମୟ ବାକି ଅଛି। ଫଳସ୍ବରୂପ ଭାଜପା ସମେତ ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତିକୁ…

ବାଇକ୍‌ରେ ମଦ ଲଦି ଏ ଦୋକାନରୁ ସେ ଦୋକାନକୁ ଚାଲାଣ

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଛି । ଯୁବକମାନେ ବାଇକ୍‌ରେ ଲଦି ମଦକୁ…

୪୭ ବର୍ଷରେ କମାଲ କଲେ ଏହି ବୋଲର: କ୍ରିକେଟ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୯: ମାତ୍ର ୮ ବର୍ଷର କ୍ୟାରିୟର ପରେ ଇମ୍ରାନ ତାହିର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାର କିଛି ବର୍ଷ ପରେ ମଧ୍ୟ ତାଙ୍କ ସ୍ପିନ ବୋଲିଂର…

ଗୋଚର ଜମି ଜବରଦଖଲ ମାମଲା: ଅଭିଯୋଗକାରୀଙ୍କୁ ମିଳୁଛି ଧମକ, ପୀଡ଼ିତ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇ…

କର୍ଲାମୁଣ୍ଡା,୧୦ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମରେ ସରକାରୀ ଗୋଚର ଜମି ଜବରଦଖଲ କରି କିଛି ବ୍ୟକ୍ତି ଧାନଚାଷ କରୁଥିବା ଅଭିଯୋଗ…

ରାଜନୀତିରେ ବଡ଼ ହଲଚଲ: ମମତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ TMCର ବିଦ୍ରୋହୀ, କହିଲେ- ଆପଣ ଲଢ଼ିଲେ ଆମେ…

କୋଲକାତା,୧୦।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ହୋଇଛି। ନନ୍ଦୀଗ୍ରାମରୁ ମମତା ବାନାର୍ଜୀ ନିର୍ବାଚନ ଲଢ଼ନ୍ତୁ ବୋଲି…

ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri