ଭ୍ରୁଣ ନିରୂପଣ ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ବାନ୍ଧିଲା ପୋଲିସ

କଟକ ଅଫିସ,୨୩ା୧: ଭ୍ରୁଣ ନିରୂପଣ କରିଥିବା ଲ୍ୟାବ୍‌ ଲିଙ୍କ୍‌ରେ ଆଉ ଜଣଙ୍କୁ ଗିରଫ କରିଛି  ମଙ୍ଗଳାବାଗ  ପୋଲିସ। ଗିରଫ ବ୍ୟକ୍ତି ଜଣକ ହେଲେ ମାନସ ରଞ୍ଜନ ପଣ୍ଡା। ଗିରଫ ଅଭିଯୁକ୍ତଙ୍କ ଘର ଯାଜପୁର ଅଞ୍ଚଳରେ ହୋଇଥିବା ବେଳେ ସେ କଟକରେ ରହି ଏହି ମେଶିନ ଦଲାଲି କରୁଥିଲେ। ସେ ଅଲ୍ଟ୍ରାସାଉଣ୍ଡ ମେଶିନ ଯୋଗାଇଥିଲେ।

ବର୍ତ୍ତମାନ ସୁଦ୍ଧା କୌଣସି ଡାକ୍ତରଙ୍କ ସମ୍ପୃକ୍ତିର ପ୍ରମାଣ ମିଳି ନ ଥିଲେ ସୁଦ୍ଧା ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ପ୍ରମାଣ ମିଳିଲେ ତୁରନ୍ତ ଗିରଫ କରାଯିବ ବୋଲି ଏସିପି ଅମିତାଭ ମହାପାତ୍ର କହିଛନ୍ତି। ମାନସ ଅଲଟ୍ରାସାଉଣ୍ଡ ମେଶିନ ରାଞ୍ଚିରୁ ଆଣିଥିବା ପୋଲିସ ଆଗରେ କହିଥିବା ବେଳେ କଟକ କମିଶନରେଟ ପୋଲିସର ଏକ ଟିମ୍‌ ରାଞ୍ଚି ଯିବ ବୋଲି ଜଣାପଡ଼ିଛି। ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri