ପୁଣି ହାତୀ ଆକ୍ରମଣରେ ମହିଳା ମୃତ

ଟେନସା,୬।୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଫରେଷ୍ଟ ରେଞ୍ଜରେ ପୁଣି ହାତୀ ଆତଙ୍କ ଦେଖାଯାଇଛି। ପାଟମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କଦମଡ଼ିହି ନିକଟସ୍ଥ ନାଳିଆଡ଼ିହିଠାରେ ହାତୀ ଆକ୍ରମଣରେ ସୁମିତା ମୁଣ୍ଡାଙ୍କର ମତ୍ୟୁ ଘଟିଛି । ମହିଳା ଜଣକ ଶନିବାର କୋଇଡା ସପ୍ତାହିକ ହାଟରୁ ଫେରୁଥିବା ବେଳେ ସନ୍ଧ୍ୟା ସମୟରେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ଘଟଣାସ୍ଥଳରେ ତାଙ୍କର ମତ୍ୟୁ ଘଟିଥିଲା। ରବିବାର ସକାଳୁ ବନବିଭାଗ ଓ କୋଇଡା ପୋଲିସର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବଦ କରି ବ୍ୟବଚ୍ଛେଦ ପାଇଁ କୋଇଡା ଗୋଷ୍ଟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ । ଏହାକୁ ଲଗାଇ ମାସକ ମଧ୍ୟରେ ଉକ୍ତ ହାତୀ ୩ଜଣକୁ ମାରିସାରିଲାଣୀ ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତ୍ତଳିକା ଦାହ କରି ଯୁବ କଂଗ୍ରେସ…

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ଏନ୍‌ଇଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଅସନ୍ତୋଷ, ଆନ୍ଦୋଳନ ଥମିବାର ନାଁ ନେଉ ନାହିଁ। ଏହି କ୍ରମରେ ଶନିବାର ବରଗଡ଼ ଜିଲା ଯୁବ କଂଗ୍ରେସ ପକ୍ଷରୁ…

ଠିକାଦାରଙ୍କ ନିମ୍ନମାନର କାର୍ଯ୍ୟ, ପାଚେରି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ପୁରୁଷୋତ୍ତମପୁର,୨୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରବ୍ଲକ ତଥା ହିଞ୍ଜିଳୀଥାନା ଅନ୍ତର୍ଗତ ଅନ୍ତରିଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁ ପାଶର୍‌ବଦେଇ ଯାଇଥିବା ଋଷିକୂଲ୍ୟା…

ଓଡ଼ିଆ ଅସ୍ମିତାର ସୁରକ୍ଷା ପାଇଁ ସହଯୋଗ କାମନା

ଭଞ୍ଜନଗର,୨୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଷା, ସାହିତ୍ୟ, କଳା ଓ ସଂସ୍କୃତି ବିକାଶ ପରିଷଦ ଭଞ୍ଜନଗର ଶାଖାର ୪ର୍ଥ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଏକତରଫା ପ୍ରେମ ପାଇଁ ଯୁବତୀଙ୍କୁ ଜାଳିଥିଲେ, ଏବେ…

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରେ ଘଟିଥିବା ଅଭାବନୀୟ ଘଟଣାର ଚିତ୍ର ସାମ୍ନାକୁ ଆସିଛି। ଏକତରଫା ପ୍ରେମରୁ ଯୁବକ ଜଣକ ଯୁବତୀଙ୍କ…

ଏସ୍‌ସିବି ମେଡିକାଲରୁ ବୃଦ୍ଧ ରୋଗୀ ନିଖୋଜ, ମଙ୍ଗଳାବାଗ ଥାନାରେ ଏତଲା

କଟକ, ୨୭/୬: କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ ବୃଦ୍ଧ ରୋଗୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ପରିବାର ଲୋକେ…

ଯାତ୍ରୀଙ୍କୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଫେରାଇଲେ ଡ୍ରାଇଭର, ପ୍ରଶଂସା କରି ଲୋକେ କହିଲେ…

ପୁରୀ,୨୭ା୬(ଅଜିତ କୁମାର ମହାନ୍ତି): କାର୍‌ରେ ଯାତ୍ରୀ ଛାଡ଼ିଯାଇଥିବା ପ୍ରାୟ ୧୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ନଗଦ ୧ ଲକ୍ଷ ୩୦ ହଜାର ଟଙ୍କା ଭର୍ତ୍ତି…

ସମୁଦ୍ରର ଉଚ୍ଚ ଜୁଆରରେ କୂଳ ଲଂଘୁଛି; ବେଳାଭୂମିର ଦ୍ରୁତ ଅବକ୍ଷୟ, ସମୁଦ୍ର ଗର୍ଭରେ ଲୀନ ହେବାର ଆଶଙ୍କାରେ ଉପକୂଳବର୍ତ୍ତୀ ଅଞ୍ଚଳ

ଗଞ୍ଜାମ, ୨୭।୬ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧଠାରୁ ପ୍ରୟାଗୀ ପର୍ଯ୍ୟନ୍ତ ବେଳାଭୂମି ଗତ କିଛି ଦିନ ଧରି ଦ୍ରୁତ…

ଶ୍ରୀମନ୍ଦିର ପ୍ରଶାସନର ବଡ଼ ସୂଚନା, ୧୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୨୭।୬: ଦିନକ ପରେ ଶ୍ରୀଜିଉଙ୍କ ପବିତ୍ର ସ୍ନାନଯାତ୍ରା। ଏନେଇ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର। ସ୍ନାନଯାତ୍ରାର ସ୍ବତନ୍ତ୍ର ନୀତିକାନ୍ତି ପାଇଁ ୧୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri