Posted inଜାତୀୟ

ବଢୁଛି ଜିକା ଭାଇରସ ରୋଗୀଙ୍କ ସଂଖ୍ୟା, କାନପୁରରେ ଆଉ ଜଣେ ମହିଳା ଚିହ୍ନଟ

କାନପୁର,୨ ।୧୧: ଉତ୍ତର ପ୍ରଦେଶରେ ଆଉ ଜଣେ ମହିଳା ଜିକା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । କିଙ୍ଗ ଜର୍ଜ ମେଡିକାଲ ୟୁନିଭର୍ସିଟି(କେଜିଏମ୍‌ୟୁ) ଲକ୍ଷ୍ନୌର ମାଇକ୍ରୋବାୟୋଲୋଜି ବିଭାଗ ଏହାର ସୂଚନା ଦେଇଛି । ଏହାକୁ ମିଶାଇ ଏବେ କାନପୁରରେ ମୋଟ ୧୧ ଜିକା ଭାଇରସ ରୋଗୀ ଚିହ୍ନଟ ହୋଇ ସାରିଲେଣି । ଏମାନଙ୍କ ମଧ୍ୟରେ ୫ ମହିଳା ଥିବା ବେଳେ ଜଣେ ଗର୍ଭବତୀ ଥିବା ଜଣାପଡିଛି । ସୋମବାର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍ ଚକେରି ଅଞ୍ଚଳରେ ଅଢେଇ ହଜାର ଘରର ସର୍ଭେ କରି ଜିକା ସନ୍ଦିଗ୍ଧ ଜ୍ୱର ହୋଇଥିବା ରୋଗୀଙ୍କ ସାମ୍ପଲିଂ କରିଛି । ଜିକା ସଂକ୍ରମଣକୁ ଦେଖି ଚକେରି ଅଞ୍ଚଳର ପାଖାପାଖି ୩ କିଲୋମିଟର ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖରା ଛୁଟିକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା, ଏଥର ଆଗୁଆ…

ଭୁବେଶ୍ୱେର,୨୩।୪: ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ…

ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ

କୋଲକାତା/ଚେନ୍ନାଇ,୨୩ା୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୨୩ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ପରସ୍ପରକୁ ଭେଟିଛନ୍ତି। ସଞ୍ଜୁ ସାମସନଙ୍କ…

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା । ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

ଅନ୍ତିମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ୍‌ ଜିତିଲା ବାଂଲାଦେଶ

ଲକ୍ଷ୍ନୌ,୨୩ା୪: ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ଓ ପରେ ମୁସ୍ତାଫିଜୁର ରହମାନଙ୍କ ୫ ଉଇକେଟ ସଫଳତା ବଳରେ ବାଂଲାଦେଶ ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ଗୁରୁତର

ଝରିଗାଁ,୨୩।୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ନୂଆଁଗୁଡ଼ା ଗ୍ରାମ ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri