Odisha Elections 2024

କୁଚିପୁଡି ନାଚିଲେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଝିଅ ଅନୁଷ୍କା ସୁନକ

ଲଣ୍ଡନ,୨୬ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ୯ ବର୍ଷର ଝିଅ ଅନୁଷ୍କା ସୁନକ ଲଣ୍ଡନରେ ଆୟୋଜିତ ‘ରଙ୍ଗ’ରେ କୁଚିପୁଡି ନୃତ୍ୟ ପରିବଶେଷ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଅନୁଷ୍କା କେତେଜଣ ଶିଶୁଙ୍କ ସହ ମିଶି ଏହି ନୃତ୍ୟ ପରିବେଷଣ କରିଛନ୍ତି ।
ସୂଚନାଯୋଗ୍ୟ, ‘ରଙ୍ଗ’ ଅନ୍ତରାଷ୍ଟ୍ରୀୟ କୁଚିପୁଡି ନୃତ୍ୟ ମହୋତ୍ସବ ୨୦୨୨ର ଅଂଶ ଥିଲା । ଏହା ବ୍ରିଟେନରେ ଏହି ନୃତ୍ୟ ଶୈଳୀର ସବୁଠାରୁ ବଡ ଉତ୍ସବ । ଏଥିରେ ସବୁ ପିଢିର ଲୋକେ ସାମିଲ ହୋଇଥାଆନ୍ତି । ଶୁକ୍ରବାର ହୋଇଥିବା ଏହି କାର୍ଯ୍ୟକ୍ରମରେ ୪ରୁ ୮୫ ବର୍ଷ ବୟସର ପ୍ରାୟ ୧୦୦ କଳାକାର ସାମିଲ ହୋଇଥିଲେ । ଏମାନଙ୍କ ମଧ୍ୟରେ ସଙ୍ଗିତକାର, ବରିଷ୍ଠ ନାଗରିକ, ନୃତ୍ୟଶିଳ୍ପୀ, ହ୍ୱିଲଚେୟାର ଡ୍ୟାନ୍ସର, ନଟରଙ୍ଗ ଗ୍ରୁପ, ପୋଲାଣ୍ଡର ଛାତ୍ର ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ...

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର...

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ...

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା।...

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି...

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ...

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri