Posted inଖେଳ

କୁସ୍ତିଯୋଦ୍ଧା ଅଂଶୁ ମଲିକଙ୍କୁ ରୌପ୍ୟ ପଦକ

ବୁଦାପେଷ୍ଟ, ୮ା୬: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଅଂଶୁ ମଲିକ ଏଠାରେ ଚାଲିଥିବା ବୁଦାପେଷ୍ଟ ର଼୍ୟାଙ୍କିଙ୍ଗ ସିରିଜ ୫୭ କାଟେଗୋରିରେ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ସେ ଚାଇନାର ୨୧ ବର୍ଷୀୟା ପ୍ରତିଦ୍ୱନ୍ଦ୍ୱୀ କେକ୍ସିନ ହଙ୍ଗଙ୍କଠାରୁ ୧-୧୨ ଟେକ୍‌ନିକାଲ ସୁପରିଅରିଟିରେ ହାରିଯାଇଛନ୍ତି। କେକ୍ସିନ ହଙ୍ଗ୍‌ ହେଉଛନ୍ତି ବିଶ୍ୱର ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ କୁସ୍ତିଯୋଦ୍ଧା।

ହାଙ୍ଗ୍‌ଝୋ ଏସିଆନ ଗେମ୍ସରେ ସେ ୫୩କେଜି କାଟେଗୋରିରେ ବ୍ରୋଞ୍ଜ ପଦକ ବିଜେତା। ପୂର୍ବରୁ ଭାରତର ଅନ୍ତିମ ପଙ୍ଘାଲ ଲଢୁଆ ପ୍ରଦର୍ଶନ କରି ମଧ୍ୟ ୫୩ କେଜି କାଟେଗୋରି ଫାଇନାଲରେ ପରାଜିତ ହୋଇ ରୌପ୍ୟରେ ସନ୍ତୁଷ୍ଟ ହୋଇଛନ୍ତି। ଷ୍ଟାର କୁସ୍ତିଯୋଦ୍ଧା ଭିନେଶ ଫୋଗଟ ୫୦ କେଜି କାଟେଗୋରି କ୍ୱାର୍ଟରଫାଇନାଲରେ ଚାଇନାର ଜିଆଙ୍ଗ ଝୁଙ୍କଠାରୁ ୦-୫ରେ ହାରିଯାଇଛନ୍ତି। ପୂର୍ବରୁ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭାରତର ଏକମାତ୍ର ପୁରୁଷ କୁସ୍ତିଯୋଦ୍ଧା ଅମନ ଶେରାଓ୍ବତ ପ୍ରଥମ ଦିବସରେ ଜାପାନର ରେଇ ହିଗୁଚିଙ୍କଠାରୁ ଟେକ୍‌ନିକାଲ ସୁପରିଅରିଟିରେ ୧-୧୧ରେ ପରାଜିତ ହୋଇ ଏକ ରୌପ୍ୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri