କେକେଙ୍କ ହୋଟେଲ ରୁମ୍‌ରୁ ମିଳିଲା ଆଣ୍ଟାସିଡ ଔଷଧ

ବଲିଉଡ ପ୍ରସିଦ୍ଧ ଗାୟକ କେକେ ମାତ୍ର ୫୩ ବର୍ଷ ବୟସରେ ଆଖି ବୁଜିଛନ୍ତି। କୋଲକାତାରେ ଲାଇଫ୍‌ କନ୍‌ସର୍ଟର କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ଖବରରେ ସାରା ବଲିଉଡ ଇଣ୍ଡଷ୍ଟ୍ରି ଏବଂ ଫ୍ୟାନ୍ସଙ୍କ ମଧ୍ୟରେ ଛୋକର ଛାୟା ଖେଳିଯାଇଛି। ତେବେ ତାଙ୍କ ବିୟୋଗ ହୃଦଘାତ ଯୋଗୁ ହୋଇଥିବା ମେଡିକାଲ ପ୍ରାରମ୍ଭିକ ରିପୋର୍ଟରେ କୁହାଯାଇଛି।
ହେଲେ ଏବେ ତାଙ୍କ ହୋଟେଲ ରୁମରୁ ଆଣ୍ଟାସିଡ ଔଷଧ ମିଳିଛି। ଏହି ଔଷଧକୁ ବଦହଜମୀ ଓ ଏସିଡିଜନିତ ସମସ୍ୟାରୁ ଛାତି ଜଳାପୋଡ଼ା ହେଲେ ଖାଇଥାନ୍ତି। ହେଲେ ଏବେ କେକେ ରହୁଥିବା ହୋଟେଲରୁ ଆଣ୍ଟାସିଡ ବଟିକା ମିଳିବା ପରେ ଚର୍ଚ୍ଚା ଜୋର ଧରିଛି।
କେକେଙ୍କର ଶବ ବ୍ୟବଚ୍ଛେଦ କରିଥିବା ଡାକ୍ତରଙ୍କ କହିବା ଅନୁସାରେ, କେକେ ବୋଧ ହୁଏ ଛାତିର ଯନ୍ତ୍ରଣାକୁ ଏସିଡିଟି ଭାବି ଆଣ୍ଟାସିଡ ନେଉଥିଲେ। ଅନେକ ସମୟରେ କେକେ ଆଣ୍ଟାସିଡ ନେଉଥିବା କହିଛନ୍ତି ତାଙ୍କ ସ୍ତ୍ରୀ କହିଛନ୍ତି। ଏଥିସହିତ ତାଙ୍କ ହାତ ଓ କାନ୍ଧରେ ଯନ୍ତ୍ରଣା ହେବା ନେଇ କେକେ ତାଙ୍କ ସ୍ତ୍ରୀଙ୍କୁ ଜଣାଇଥିବା ଜଣେ ଆଇପିଏସ ଅଫିସର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri