ଆଣ୍ଟୋନି ବ୍ଲିକେନ୍‌ ହେବେ ଆମେରିକା ପରରାଷ୍ଟ୍ର ସଚିବ

ଓ୍ବାଶିଂଟନ, ୨୪।୧୧: ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପ୍ରଶାସନରେ ତାଙ୍କର ବିଦେଶ ନୀତି ଉପଦେଷ୍ଟା ଆଣ୍ଟୋନି ବ୍ଲିକେନ ପରରାଷ୍ଟ୍ର ସଚିବ ହେବାକୁ ଯାଉଛନ୍ତି। ମଙ୍ଗଳବାର ବାଇଡେନ୍‌ ତାଙ୍କର ପ୍ରଥମ ପର୍ଯ୍ୟାୟ କ୍ୟାବିନେଟ୍‌ ଘୋଷଣା କରିବେ। ବାରାକ୍‌ ଓବାମାଙ୍କ ଦ୍ୱିତୀୟ ପାଳି ସରକାରରେ ବ୍ଲିକେନ୍‌ ପରରାଷ୍ଟ୍ର ଉପସଚିବ ଓ ଉପରାଷ୍ଟ୍ରପତି ବାଇଡେନ୍‌ଙ୍କ ଜାତୀୟ ସୁରକ୍ଷା ଉପଦେଷ୍ଟା ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନକୁ ଆମେରିକାର କଡ଼ା ଜବାବ୍‌, ଫ୍ରିଜ୍‌ କଲା ୭୦୬ ଶହ କୋଟିରୁ ଅଧିକ ଟଙ୍କା…

ଓ୍ବାଶିଂଟନ,୧୮।୮: ଆମେରିକା ଆଫଗାନିସ୍ତାନରୁ ନିଜର ସୈନ୍ୟ ପ୍ରତ୍ୟାହାର କରିନେଇଛି। କିନ୍ତୁ ତାଲିବାନ ବିରୋଧରେ ଯୁଦ୍ଧ ଏବେ ବି ଜାରି ରଖିଛି। ଆମେରିକା ଆଫଗାନିସ୍ତାନ ସେଣ୍ଟ୍ରାଲ ବ୍ୟାଙ୍କର...

ପାକିସ୍ତାନ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୧୫ ।୯: ପାକିସ୍ତାନ ବାୟୁସେନାର ଏକ ବିମାନ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ପାକିସ୍ତାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ନିୟମିତ ପ୍ରଶିକ୍ଷଣ ସମୟରେ ବିମାନଟି ଆଟୋକର...

ପୁଣି ଆତଙ୍କ ଘନେଇଲା: ୩୮ ଦେଶରେ ଏକ୍ସବିବି.୧.୫ ଭାରିଆଣ୍ଟ…

ଜେନେଭା,୧୪।୧ : କରୋନା ମହାମାରୀର ଓମିକ୍ରନ ଭାରିଆଣ୍ଟର ସବ-ଭାରିଆଣ୍ଟ ଏକ୍ସବିବି.୧.୫ କୁ ଏପର୍ଯ୍ୟନ୍ତ ସର୍ବାଧିକ ଟ୍ରାନ୍ସମିସିବଲ ସବ-ଭାରିଆଣ୍ଟ ଭାବରେ ବିବେଚନା କରାଯାଉଛି। ଏକ ରିପୋର୍ଟରେ କୁହାଯାଇଛି...

ମୋଦିଙ୍କୁ ରାଷ୍ଟ୍ରପତି କହିଲେ ଇମ୍ରାନ୍‌

ଜାତିସଂଘ,୨୮।୯(ପି.ଟି.): ୟୁଏନ୍‌ଜିଏ ଅଧିବେଶନରେ ଉଦ୍‌ବୋଧନ ଦେବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ତୁଣ୍ଡ ଖସିଥିଲା। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତର ରାଷ୍ଟ୍ରପତି ବୋଲି କହିଥିଲେ।...

ପାକିସ୍ତାନ ହାତରେ ଚାଇନାର ବିଧ୍ୱଂସକ ଯୁଦ୍ଧପୋତ, ଭାରତର ଚିନ୍ତା ବଢ଼ିଲା…

ଇସଲାମାବାଦ୍‌/ନୂଆଦିଲ୍ଲୀ,୯।୧୧: ଏଲ୍‌ଏସିରେ ଭାରତ ପାଇଁ ବିପଦ ସୃଷ୍ଟି କରୁଥିବା ଚାଇନା ଏବେ ସମୁଦ୍ରରେ ଭାରତକୁ ଘେରିବା ଲାଗି ଉଦ୍ୟମ କରୁଛି। ଏଥିରେ ଚାଇନା ପାକିସ୍ତାନର ସହାୟତା...

ଭାରତକୁ ପୁଣି ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୩୦ା୫: ପାକିସ୍ତାନର ବର୍ତ୍ତମାନର ମିଳିତ ସରକାରକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କଡ଼ା ସମାଲୋଚନା କରିଛନ୍ତି।  ଇମ୍ରାନ ପାକିସ୍ତାନକୁ ‘ଆମେରିକୀୟ ଗୁଲାମ’ କହିଛନ୍ତି। ପେଟ୍ରୋଲିୟମ ଦ୍ରବ୍ୟର...

ପିଏମ୍‌ଏଲ୍‌-ଏନ୍‌ ନେତାଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି

ଇସ୍‌ଲାମାବାଦ,୩।୧୦: ପାକିସ୍ତାନର ମୁସଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌) ନେତା ତଥା ନୱାଜ ସରିଫଙ୍କ ଝିଅ ମରିୟମ ନୱାଜ ସରିଫଙ୍କୁ ଆଶ୍ୱସ୍ତି ମିଳିଛି। ସୋମବାର ଲାହୋର ହାଇକୋର୍ଟ ପିଏମ୍‌ଏଲ୍‌-ଏନ୍‌...

ଆମେରିକାରେ ପୁଣି ଗୁଳିକାଣ୍ଡ

ନ୍ୟୁୟର୍କ,୩୧।୧: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନାହିଁ। ଏଠାରେ ବିଭିନ୍ନ ସହରରୁ ଏଭଳି ଘଟଣା କ୍ରମାଗତ ଘଟୁଛି। ଏଥର ଫ୍ଲୋରିଡା ସହରରେ କିଛି ଦୁର୍ବୃତ୍ତ...

Advertisement
Archives

Model This Week