Posted inଜାତୀୟ

ଜୁନ୍‌ ୧୨ରେ ବିରୋଧୀ ଦଳ ବୈଠକ, ୨୪ ଦଳ ସାମିଲ ହେବାର ସମ୍ଭାବନା

ପାଟନା,୩୦।୫: ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ବିରୋଧୀ ଦଳଙ୍କୁ ପୁଣିଥରେ ଏକାଠି ଦେଖିବାକୁ ମିଳିବ। ଭାଜପାକୁ କ୍ଷମତାରୁ ହଟାଇବାକୁ ଚାହୁଁଥିବା ଦଳର ନେତାମାନେ ପାଟନାରେ ଏକ ବୈଠକ କରିବାକୁ ଯାଉଛନ୍ତି। ଜୁନ୍‌ ୧୨ରେ ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର ବିହାରରେ ବିରୋଧୀ ନେତାମାନଙ୍କ ବୈଠକ ଡକାଇଛନ୍ତି। ଯେଉଁଥିରେ ୨୪ ବିରୋଧୀ ଦଳ ସାମିଲ ହୋବର ସମ୍ଭାବନା ରହିଛି। ଦଳର ନେତୃତ୍ୱ ପୂର୍ବରୁ ୧୮ଟି ଦଳ ସହିତ ଯୋଜନା ବିଷୟରେ ଆଲୋଚନା କରିସାରିଛନ୍ତି, ଅବଶିଷ୍ଟ ଦଳଗୁଡିକଙ୍କ ମଧ୍ୟରେ କିଛି ଦିନ ମଧ୍ୟରେ ବିଚାରବିମର୍ଷ କରାଯିବ।

ଜେଡିୟୁ ନେତା କହିଛନ୍ତି, ଜୁନ ୧୨ରେ ପାଟନାରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ବୈଠକରେ ଅତି କମରେ ୨୪ଟି ରାଜନୈତିକ ଦଳ ସାମିଲ ହେବେ ବୋଲି ଆଶା କରାଯାଉଛି। ଜେଡିୟୁ ୧୮ଟି ଦଳ ସହିତ ଆଲୋଚନା କରିଛି, ଅବଶିଷ୍ଟ ୬ଟି ଦଳ ସହିତ କିଛି ଦିନ ମଧ୍ୟରେ ଆଲୋଚନା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri