‘ଦୁର୍ନୀତି ମୁକ୍ତ ଭାରତ ଗଠନ ଲାଗି ନେଲେ ଶପଥ’

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବରିଷ୍ଠ ନାଗରିକ ସଂଘ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ସଭାପତି ଅରୁଣ କୁମାର ପଣ୍ଡାଙ୍କ ପୌରହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ତହସିଲଦାର ବିନୋଦ ବେହେରା ଓ ମୁଖ୍ୟବକ୍ତା ଭାବେ ବ୍ରହ୍ମପୁର ଭିଜିଲାନ୍ସ ଡିଏସ୍‌ପି ସବିତାଞ୍ଜଳି ନାୟକ ଏବଂ ସମ୍ମାନିତ ଅତିଥି ଭାବେ ବ୍ରହ୍ମପୁର ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ସରକାରୀ ଓକିଲ ସୁରେନ୍ଦ୍ର ପଣ୍ଡା, ବରିଷ୍ଠ ନାଗରିକ ସଂଘର ସମ୍ପାଦକ ପ୍ରଫୁଲ ରଥ ଯୋଗ ଦେଇଥିଲେ। ଜନସାଧାରଣଙ୍କୁ ଦୁର୍ନୀତି ହଟାଇବା ଲାଗି ସଚେତନତା କରାଇଥିଲେ। ଏଥିସହ ଯେକୌଣସି କାର୍ଯ୍ୟ ଲାଗି କୌଣସି ବିଭାଗୀୟ କାର୍ଯ୍ୟାଳୟକୁ ଗଲେ କାହାରିକୁ ଲାଞ୍ଚ ନ ଦେବା ଲାଗି ପରାମର୍ଶମାନ ଦେଇଥିଲେ। ସମସ୍ତେ ଦୁର୍ନୀତି ମୁକ୍ତ ଭାରତ ଗଠନ ଲାଗି ଶପଥ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?