ହିଜାବ ବିରୋଧୀ ମାସୁଦ ହେଲେ ଇରାନର ନୂଆ ରାଷ୍ଟ୍ରପତି

ଦୁବିଇ,୬।୭: ଇରାନରେ ମାସୁଦ ପେଜେଶକିଆନ ଦେଶର ୯ମ ରାଷ୍ଟ୍ରପତି ହୋଇଛନ୍ତି। ସେ ମୌଳବାଦୀ ବା କଟ୍ଟରପନ୍ଥୀ ସୟଦ ଜଲିଲିଙ୍କୁ ପରାସ୍ତ କରିଛନ୍ତି। ମାସୁଦ ପେଜେଶକିଆନ ହିଜାବ ବିରୋଧୀ ତଥା ଉଦାରବାଦୀ ନେତା ଭାବରେ ଜଣାଶୁଣା।

ଇରାନର ରାଜ୍ୟ ଗଣମାଧ୍ୟମ IRNA ଅନୁଯାୟୀ, ପେଜେଶକିଆନ ୧୬.୪ ନିୟୁତ ଭୋଟ ପାଇଛନ୍ତି। ଯେତେବେଳେ କି, ଜଲିଲିଙ୍କୁ ୧.୩୬ କୋଟି ଭୋଟ ମିଳିଥିଲା।
ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବୃଆରୀରେ ଇରାନରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ଇବ୍ରାହିମ ରାଇସି ପୁଣିଥରେ ଦେଶର ରାଷ୍ଟ୍ରପତି ହୋଇଥିଲେ। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହେତୁ ଏହି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ମେ ୧୯ରେ ହେଲିକପ୍ଟର ଦୁର୍ଘଟଣାରେ ରାଇସିଙ୍କର ମୃତ୍ୟୁ ହୋଇଥିଲା।
ମାସୁଦ ପେଜେଶକିଆନ ଜଣେ ସର୍ଜନ ରହି ଆସିଛନ୍ତି। ସେ ବର୍ତ୍ତମାନ ଦେଶର ସ୍ବାସ୍ଥ୍ୟମନ୍ତ୍ରୀ ଅଟନ୍ତି। ନିର୍ବାଚନ ପୂର୍ବରୁ ରାଜନୈତିକ ଭାଷଣ ସମୟରେ ସେ ଅନେକ ଥର ହିଜାବ ବିରୋଧରେ କହିଥିଲେ। ସୂଚନାଯୋଗ୍ୟ ଯେ ଏହି ନିର୍ବାଚନରେ ହିଜାବ ପ୍ରସଙ୍ଗ ପ୍ରାଧାନ୍ୟ ବିସ୍ତାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

ବାରବାଟୀରେ ହେବ ଜୋର୍‌ଦାର ଲଢ଼େଇ: ଭୁବନେଶ୍ୱରରେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିମାନେ। ଆସନ୍ତା ୯ ତାରିଖ ଅର୍ଥାତ୍‌ ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଉଭୟ ଦେଶର ଖେଳାଳିଙ୍କ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ଯଶପ୍ରୀତ୍‌ ବୁମ୍‌ରା

ଭୁବନେଶ୍ୱର,୭ା୧୨: ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ଷ୍ଟାର ବୋଲର୍‌ ଯଶପ୍ରୀତ ବୁମ୍‌ରା। ଆସନ୍ତା ୯ ତାରିଖରେ ବାରବାଟୀରେ T-20 ଖେଳିବାକୁ ଆଗୁଆ ଆସି...

ରବିବାର ବି ଇଣ୍ଡିଗୋର ୨୨୦ରୁ ଅଧିକ ବିମାନ ରଦ୍ଦ, ସରକାରଙ୍କ ନିର୍ଦ୍ଦେଶ ରାତି ୮ଟା ସୁଦ୍ଧା ଫେରାନ୍ତୁ ଟଙ୍କା

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ଏୟାରଲାଇନ୍ସର କାର୍ଯ୍ୟକ୍ଷମ ସଙ୍କଟ ସମାଧାନ ଏବଂ ସ୍ବାଭାବିକତା ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରହିଛି। ତଥାପି, ଏହି ସଙ୍କଟ ଲଗାତାର ଷଷ୍ଠ...

ଇଣ୍ଡିଗୋ ସଙ୍କଟକୁ ନେଇ କଡ଼ା ହେଲେ ସରକାର, CEOଙ୍କୁ ଶୋ କଜ୍‌ ନୋଟିସ ପଠାଇଲା DGCA, ଗଠନ ହେଲା କମିଟି

ନୂଆଦିଲ୍ଲୀ,୭।୧୨: ଇଣ୍ଡିଗୋ ବିମାନ ଚଳାଚଳରେ ବ୍ୟାପକ ବିଳମ୍ବ ଏବଂ ବାତିଲ ହେବା ପରେ, କମ୍ପାନୀ ଏକ ସଙ୍କଟ ପରିଚାଳନା ଦଳ ଗଠନ କରିଛି। କମ୍ପାନୀର ମୂଳ...

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଦୁଇ ୨ ନାବାଳିକା ସାଙ୍ଗ, ଜଣେ ଉଦ୍ଧାର, ଆଉ ଜଣେ…

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗାଁରେ ରବିବାର ପୂର୍ବାହ୍ନରେ ଘଟିଯାଇଛି ଏକ ଦୁଃଖଦ ଘଟଣା। ଗାଁ କରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri