ମିଳିତ ଜାତିସଂଘ ବିଲ୍ଡିଂ ସମ୍ମୁଖରେ ଭାରତ ବିରୋଧୀ ପୋଷ୍ଟର

ଜେନେଭା,୫।୩: ଜେନେଭାରେ ମିଳିତ ଜାତିସଂଘ ବିଲ୍ଡିଂ ସମ୍ମୁଖରେ ଭାରତ ବିରୋଧୀ ପୋଷ୍ଟର ଲଗାଯିବା ପ୍ରସଙ୍ଗରେ ଭାରତ ତୀବ୍ର ବିରୋଧ ପ୍ରଦର୍ଶନ କରିଛି। ରବିବାର ସ୍ବିଜରଲାଣ୍ଡର ରାଷ୍ଟ୍ରଦୂତଙ୍କୁ ମଧ୍ୟ ଏନେଇ ଜବାବ ତଲବ କରାଯାଇଛି। ସରକାରୀ ସୂତ୍ର ଅନୁଯାୟୀ, ସ୍ବିଜରଲାଣ୍ଡ ରାଷ୍ଟ୍ରଦୂତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଚିନ୍ତାଧାରା ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଏବଂ ସେ ସ୍ବିସ ସରକାରଙ୍କ ସହ ଏହି ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ କରୋନା ପାଲଟିଛି ଶିଶୁଙ୍କ ପାଇଁ ବଡ ଶତ୍ରୁ

ୱାଶିଂଟନ,୧୮ ।୧: କରୋନାର ପ୍ରଭାବ ଶିଶୁଙ୍କ ଉପରେ ବେଶୀ ରହିବ ନାହିଁ । ଏବେ ଏହାର ବିପରିତ ପରିଣାମ ଆମେରିକାରେ ଦେଖିବାକୁ ମିଳିଲାଣି । ଏବେ...

ୟୁନ୍‌ ସୁକ୍‌-ୟୋଲ୍‌ ଦକ୍ଷିଣ କୋରିଆ ରାଷ୍ଟ୍ରପତି..

ସିଓଲ,୧୦।୩ : ଦକ୍ଷିଣ କୋରିଆର ରାଷ୍ଟ୍ରପତି ଭାବେ ୟୁନ ସୁକ-ୟୋଲ ନିର୍ବାଚିତ ହୋଇଛନ୍ତି। ମୁଖ୍ୟ ବିରୋଧୀ ପିପୁଲ୍ସ ପାୱାର ପାର୍ଟିର ୬୦ବର୍ଷିୟ ୟୁନ୍‌ ୪୮.୬ ପ୍ରତିଶତ...

ବୁକର ଦୌଡ଼ରେ ‘ଟମ୍ବ ଅଫ୍‌ ସ୍ୟାଣ୍ଡ୍‌’

ଲଣ୍ଡନ,୮ା୪:ସୁନାମଧନ୍ୟା କଥାକାର ଗୀତାଞ୍ଜଳି ଶ୍ରୀଙ୍କ ବହୁଚର୍ଚ୍ଚିତ ଉପନ୍ୟାସ ‘ଟମ୍ବ ଅଫ୍‌ ସ୍ୟାଣ୍ଡ୍‌’ ଚଳିତ ବର୍ଷର ଇଣ୍ଟରନ୍ୟାଶନାଲ ବୁକର ପ୍ରାଇଜ୍‌ ପାଇଁ ଚୂଡ଼ାନ୍ତ ତାଲିକାରେ ସ୍ଥାନିତ ହୋଇଛି।...

ଇମ୍ରାନଙ୍କୁ କଡ଼ା ସମାଲୋଚନା କଲେ ମରିୟମ

ଇସଲାମାବାଦ,୨ା୫: ପିଏମ୍‌ଏନ୍‌-ଏଲ୍‌ ନେତା ତଥା ଜାତୀୟ ସଭାର ସଦସ୍ୟ ମରିୟମ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି,...

ଡ୍ରାଗନର ଷଡ଼ଯନ୍ତ୍ର, ସାଟେଲାଇଟ୍‌ କଲା ପର୍ଦ୍ଦାଫାଶ୍‌…

ବେଜିଂ,୨୭।୭: ପୂର୍ବ ଲଦାଖରେ ଥିବା ଭାରତୀୟ ସୀମା ନିକଟରେ କ୍ଷେପଣାସ୍ତ୍ର ଏବଂ ଘାତକ ଅସ୍ତ୍ର ମୁତୟନ କରି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନାର ଏକ ନୂଆ...

ଓବାମାଙ୍କୁ ଏମି ପୁରସ୍କାର

ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ନେଟ୍‌ଫ୍ଲିକ୍ସ ପ୍ରାମାଣିକ ଚିତ୍ର ସିରିଜ୍‌ ‘ଆଓ୍ବାର ଗ୍ରେଟ୍‌ ନ୍ୟାଶନାଲ ପାର୍କ୍ସ’ ପାଇଁ ଶ୍ରେଷ୍ଠ ବ୍ୟାଖ୍ୟାକାର ଭାବେ ଏମି ଆଓ୍ବାର୍ଡ...

ବିପଦ ବେଳର ବନ୍ଧୁ: ମଜଭୁତ ରହିବା ପାଇଁ ଭାରତକୁ ନିଆରା ବାର୍ତ୍ତା ଦେଲା ୟୁଏଇ

ଆବୁଧାବି,୨୬।୪: ଭାରତ କରୋନା ମହାମାରୀ ସହ ସଂଘର୍ଷ କରୁଛି। ଦିନକୁ ଦିନ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହି ଗୁରୁତର ସଙ୍କଟବେଳେ ଅନେକ ଦେଶ ଭାରତକୁ...

ଲଞ୍ଚରେ ନିଆଁ,ଚାଲିଗଲା ୩୨ ଜୀବନ

ଢାକା,୨୪।୧୨: ଦକ୍ଷିଣ ବାଂଲାଦେଶରେ ଏକ ଲଞ୍ଚରେ ନିଆଁ ଲାଗି ଶୁକ୍ରବାର ୩୨ ଜଣଙ୍କର ମୃତ୍ୟୁ ଘଟିଥିବା ପୋଲିସ କହିଛି। ରାଜଧାନୀ ଢାକା ଠାରୁ ୨୫୦ କିଲୋମିଟର...

Advertisement
Archives

Model This Week