ମିଳିତ ଜାତିସଂଘ ବିଲ୍ଡିଂ ସମ୍ମୁଖରେ ଭାରତ ବିରୋଧୀ ପୋଷ୍ଟର

ଜେନେଭା,୫।୩: ଜେନେଭାରେ ମିଳିତ ଜାତିସଂଘ ବିଲ୍ଡିଂ ସମ୍ମୁଖରେ ଭାରତ ବିରୋଧୀ ପୋଷ୍ଟର ଲଗାଯିବା ପ୍ରସଙ୍ଗରେ ଭାରତ ତୀବ୍ର ବିରୋଧ ପ୍ରଦର୍ଶନ କରିଛି। ରବିବାର ସ୍ବିଜରଲାଣ୍ଡର ରାଷ୍ଟ୍ରଦୂତଙ୍କୁ ମଧ୍ୟ ଏନେଇ ଜବାବ ତଲବ କରାଯାଇଛି। ସରକାରୀ ସୂତ୍ର ଅନୁଯାୟୀ, ସ୍ବିଜରଲାଣ୍ଡ ରାଷ୍ଟ୍ରଦୂତ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ଚିନ୍ତାଧାରା ଉପରେ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଏବଂ ସେ ସ୍ବିସ ସରକାରଙ୍କ ସହ ଏହି ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି।

Share