କାନାଡା ହିନ୍ଦୁ ମନ୍ଦିରରେ ଭାରତ ବିରୋଧୀ ପୋଷ୍ଟର, ଅସନ୍ତୋଷ ବ୍ୟକ୍ତ କଲେ ଭାରତ ସରକାର…

ଟରଣ୍ଟୋ,୩୧।୧ : କାନାଡାର ବ୍ରେମ୍ପଟନ ସହରରେ ଥିବା ହିନ୍ଦୁ ମନ୍ଦିରରେ ଭାରତ ବିରୋଧୀ ଲେଖାଥିବା ପୋଷ୍ଟର ଲଗାଯାଇଛି। ଏହାକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପ୍ରତିପକ୍ଷ ଜଷ୍ଟିନ ଟ୍ରୁଡୋ ସରକାରଙ୍କ ନିକଟରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାକୁ ନେଇ କାନାଡାରେ ବାସ କରୁଥିବା ହିନ୍ଦୁଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି।

ଟରଣ୍ଟୋରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ ବ୍ରେମ୍ପଟନ ସହରରେ ଥିବା ଗୌରୀ ଶଙ୍କର ମନ୍ଦିରରେ ଭଙ୍ଗାରୁଜା ଏବଂ ମନ୍ଦିର ପ୍ରାଚୀରରେ ଲେଖା ଯାଇଥିବା ଭାରତ ବିରୋଧୀ ସ୍ଲୋଗାନକୁ ନିନ୍ଦା କରାଯାଇଛି।

ଏହାଦ୍ୱାରା କାନାଡାରେ ବାସ କରୁଥିବା ଭାରତୀୟଙ୍କ ଭାବନାକୁ ଆଘାତ ଲାଗିଛି ବୋଲି ଦୂତାବାସ କହିଛି। ଏନେଇ କାନାଡା ସରକାରଙ୍କ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri