Posted inଜାତୀୟ

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ ଆର୍ଥତ୍କ ଜୀବନରେଖା ସଙ୍କୁଚିତ ହୋଇଯାଇଛି। ସହରୀ ମାଓବାଦୀଙ୍କ ସୂଚନା ନେଟ୍‌ଓ୍ବର୍କ ଉପରେ ନିୟନ୍ତ୍ରଣକୁ କଡ଼ାକରି କରିବା ଫଳରେ ସେମାନଙ୍କର ଯଥେଷ୍ଟ ନୈତିକ ଏବଂ ମନସ୍ତାତ୍ତ୍ୱିକ କ୍ଷତି ଘଟିଥିବା ସରକାରଙ୍କ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ମାଓବାଦୀ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏହାକୁ ହାସିଲ କରିବା ପାଇଁ ସରକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏକ ସମର୍ପିତ ଶାଖା ସୃଷ୍ଟି କରିଛନ୍ତି, ଯିଏକି ୪୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସେହିପରି ରାଜ୍ୟ କର୍ତ୍ତୃପକ୍ଷ ୪୦ କୋଟି ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିବା ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ବିଜେଡିରେ ଯୁବନେତା କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ…

Ruturaj Gaikwad Net Worth: ୨୯ ବର୍ଷରେ ପଦାର୍ପଣ କଲେ ଋତୁରାଜ ଗାୟକଓ୍ବାଡ, ଜାଣନ୍ତୁ କେତେ ଧନୀ CSK କ୍ୟାପଟେନ

ନୂଆଦିଲ୍ଲୀ,୩୧।୧: ଋତୁରାଜ ଗାୟକୱାଡ ଆଜି ତାଙ୍କର ୨୯ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ଭାରତ ପାଇଁ ODI ଏବଂ T20 ରେ ୩୨ ଟି ଅନ୍ତର୍ଜାତୀୟ ମ୍ୟାଚ…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri