Posted inଜାତୀୟ

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ ଆର୍ଥତ୍କ ଜୀବନରେଖା ସଙ୍କୁଚିତ ହୋଇଯାଇଛି। ସହରୀ ମାଓବାଦୀଙ୍କ ସୂଚନା ନେଟ୍‌ଓ୍ବର୍କ ଉପରେ ନିୟନ୍ତ୍ରଣକୁ କଡ଼ାକରି କରିବା ଫଳରେ ସେମାନଙ୍କର ଯଥେଷ୍ଟ ନୈତିକ ଏବଂ ମନସ୍ତାତ୍ତ୍ୱିକ କ୍ଷତି ଘଟିଥିବା ସରକାରଙ୍କ ପକ୍ଷରୁ ଏକ ବିବୃତିରେ କୁହାଯାଇଛି।

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ମାଓବାଦୀ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଏହାକୁ ହାସିଲ କରିବା ପାଇଁ ସରକାର ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏକ ସମର୍ପିତ ଶାଖା ସୃଷ୍ଟି କରିଛନ୍ତି, ଯିଏକି ୪୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସେହିପରି ରାଜ୍ୟ କର୍ତ୍ତୃପକ୍ଷ ୪୦ କୋଟି ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨ କୋଟି ଟଙ୍କାର ସମ୍ପତ୍ତି ଜବତ କରିଥିବା ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?