ମହୁପଦରରେ ଲାଗିଲା ମାଓବାଦୀ ବିରୋଧୀ ପୋଷ୍ଟର

ମାଲକାନଗିରି,୨୦।୧ (ଡି.ଏନ.ଏ.)  ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତ କେରିମିଟି ଗ୍ରାମର ନିରୀହ ଆଦିବାସୀ ଯୁବକ ଆନନ୍ଦ ସାହୁଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ହତ୍ୟା କରିବା ଘଟଣାକୁ ବିରୋଧ କରି ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଛି। ଏହି ପୋଷ୍ଟର ଓଡିଶା ରାଜ୍ୟ ମାଓବାଦୀ ପିଏଲଜିଏ ବିରୋଧୀ ଏଏନପିପିଏଫ ପକ୍ଷରୁ ଲଗାଯାଇଛି। ପୋଷ୍ଟରରେ ଏଏନପିପିଏଫ ମାଓବାଦୀଙ୍କୁ ଖୋଲା ଚାଲେଞ୍ଜ ଦେଇଛି। ଆନନ୍ଦଙ୍କୁ ପୋଲିସ ସୂଚନାଦାତା କହି ହତ୍ୟା କରିବାର ଅଧିକାର ମାଓବାଦୀଙ୍କୁ କିଏ ଦେଲା ବୋଲି ଏଏନପିପିଏଫ ପ୍ରଶ୍ନ ଉଠାଇଛି। ମାଓବାଦୀମାନେ ପ୍ରଜାକୋର୍ଟ ବନ୍ଦ ନ କଲେ ଏହାର ପରିଣାମ ମାଓବାଦୀ ସଙ୍ଗଠନକୁ ଭୋଗିବାକୁ ପଡ଼ିବ ବୋଲି ପୋଷ୍ଟରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର...

ମାଲକାନଗିରି ପାଇଁ ଖୁସି ଖବର: ୫ ତାରିଖରୁ ଉଡ଼ାଣ କରିବ ଯାତ୍ରୀବାହୀ ବିମାନ

ମାଲକାନଗିରି,୧।୩: ମାଲକାନଗିରି ଜିଲାବାସୀଙ୍କ ପାଇଁ ଖୁସି ଖବର, ଆସନ୍ତା ୫ ତାରିଖରୁ ମାଲକାନଗିରି ବିମାନ ବନ୍ଦରରୁ ଯାତ୍ରୀବାହୀ ବିମାନ ଉଡ଼ାଣ କରିବ । ଏ ନେଇ...

ଛତିଶଗଡ଼ରେ ପୋଲିସ-ମାଓବାଦୀ ଗୁଳି ବିନିମୟ: ଚାଲିଗଲା ୪ ମାଓବାଦୀଙ୍କ ଜୀବନ

ମାଲକାନଗିରି,୨୭।୨(ଦୁର୍ଯ୍ୟୋଧନ ପାତ୍ର ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ତୁଙ୍ଗଲି ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ୪ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା...

ଏନକାଉଣ୍ଟରରେ ୩ ମାଓବାଦୀ ନିହତ 

ମାଲକାନଗିରି,୨୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲାରେ ଏନକାଉଣ୍ଟର ହୋଇଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଚନ୍ତି। ଘଟଣାସ୍ଥଳରୁ ଦୁଇଟି...

କାହିଁକି ଉତ୍ତରୀୟରେ ଶଙ୍ଖ ଚିହ୍ନ ନାହିଁ

ମାଲକାନଗିରି,୨୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ବଦଲି ପଞ୍ଚାୟତ ବଦଲିରେ ଶନିବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଡମା ରାବାଙ୍କ ତରଫରୁ ବିଜୁ ଜନତା...

ମାଟିତଳେ ବିସ୍ଫୋରକ ସାମଗ୍ରୀ ପୋତିଥିଲେ ମାଓବାଦୀ, ଦମ୍‌ ଦେଖାଇଲେ ଯବାନ

ମାଲକାନଗିରି,୨୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ଥାନା ସିଲାକୋଟା ସଂରକ୍ଷିତ ଜଙ୍ଗଲରୁ ମାଓବାଦୀ ସାମଗ୍ରୀ ଜବତ ହୋଇଛିି। ସୂଚନାନୁଯାୟୀ, ଶନିବାର ବିଏସ୍‌ଏଫ୍‌ ୧୪୨ ବାଟାଲିୟନ ଯବାନମାନେ...

ଯବାନ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ମାଲକାନଗିରି,୨୪।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମା ଛତିଶଗଡ ସୁକୁମା ଜିଲାରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ...

ଜଳଭଣ୍ଡାରରେ ବୁଡି ଚାଲିଗଲା ଦୁଇ ଶିଶୁ କନ୍ୟାଙ୍କ ଜୀବନ

କୋରୁକୋଣ୍ଡା ୧୬।୨(ଅବିନାଶ ବେହେରା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁ ପଞ୍ଚାୟତ କେନ୍ଦୁଗୁଡ଼ା ଗାଁରେ ଏକ ଅଘଟଣ ଘଟିଛି। ବାଲିମେଳା ଜଳଭଣ୍ଡାରରେ ବୁଡି ୨ଶିଶୁ କନ୍ୟାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri