ମହୁପଦରରେ ଲାଗିଲା ମାଓବାଦୀ ବିରୋଧୀ ପୋଷ୍ଟର

ମାଲକାନଗିରି,୨୦।୧ (ଡି.ଏନ.ଏ.)  ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତ କେରିମିଟି ଗ୍ରାମର ନିରୀହ ଆଦିବାସୀ ଯୁବକ ଆନନ୍ଦ ସାହୁଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ହତ୍ୟା କରିବା ଘଟଣାକୁ ବିରୋଧ କରି ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଛି। ଏହି ପୋଷ୍ଟର ଓଡିଶା ରାଜ୍ୟ ମାଓବାଦୀ ପିଏଲଜିଏ ବିରୋଧୀ ଏଏନପିପିଏଫ ପକ୍ଷରୁ ଲଗାଯାଇଛି। ପୋଷ୍ଟରରେ ଏଏନପିପିଏଫ ମାଓବାଦୀଙ୍କୁ ଖୋଲା ଚାଲେଞ୍ଜ ଦେଇଛି। ଆନନ୍ଦଙ୍କୁ ପୋଲିସ ସୂଚନାଦାତା କହି ହତ୍ୟା କରିବାର ଅଧିକାର ମାଓବାଦୀଙ୍କୁ କିଏ ଦେଲା ବୋଲି ଏଏନପିପିଏଫ ପ୍ରଶ୍ନ ଉଠାଇଛି। ମାଓବାଦୀମାନେ ପ୍ରଜାକୋର୍ଟ ବନ୍ଦ ନ କଲେ ଏହାର ପରିଣାମ ମାଓବାଦୀ ସଙ୍ଗଠନକୁ ଭୋଗିବାକୁ ପଡ଼ିବ ବୋଲି ପୋଷ୍ଟରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇଲେ ସିଆର୍‌ପିଏଫ ଯବାନ

ମାଲକାନଗିରି,୨୩।୭: ମହାନତା ଦେଖାଇଛନ୍ତି ସିଆର୍‌ପିଏଫ ଯବାନ। ନିଜ ଜୀବନକୁ ବାଜି ଲଗାଇ ଜଣେ ଗର୍ଭବତୀ ମହିଳାଙ୍କୁ ନଦୀପାର କରାଇ ହସ୍ପିଟାଲ ପଠାଇଛନ୍ତି। ଏଭଳି ଏକ ଘଟଣା...

ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ୧୦ରୁ ଅଧିକ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

କୋରୁକୋଣ୍ଡା,୨୩ା୭(ଶିବଦତ୍ତ ସାହୁ): ଲଗାଣ ବର୍ଷାରେ ମାଲକାନଗିରି ଜିଲାର ବହୁଅଞ୍ଚଳକୁ ଯାତାୟାତ ବନ୍ଦ ହୋଇଯାଇଥିବା ବେଳେ କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତ ଅରଙ୍ଗୀଠାରୁ ବାୟାପଡା ଯିବାକୁ ଥିବା...

ବର୍ଷାରେ ଧସିଲା ନଦୀ ପୋଲ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଗତ ୩ ଦିନ ଧରି ଲଘୁଚାପ ଲଗାଣ ବର୍ଷା ଯୋଗୁ ଏମ୍‌ଭି ୯୦, ଏମ୍‌ଭି ୯୬, କାଙ୍ଗୁରୁକୋଣ୍ଡା, କନ୍ୟାଶ୍ରମ, ପାଙ୍ଗାମ...

ଘର ଉପରେ ପଡ଼ିଲା ଗଛ, ଆଉ ତା’ ପରେ…

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମାଲକାନଗିରି ଜିଲା ମାଥିଲି ବ୍ଲକ ମେକା ପଞ୍ଚାୟତ ଦାମାପଡ଼ାର ସୁବାସ ଅନୁଗୁଳିଆଙ୍କ ଘର ଉପରେ ଏକ ବିରାଟ ଗଛ ଉପୁଡ଼ି ପଡ଼ିଛି।...

ମାଓବାଦୀ ଶିବିର ଧ୍ୱଂସ, ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ କୋଣ୍ଡାଗାଓଁ ଅଞ୍ଚଳରେ ରବିବାର ଯବାନମାନେ ମାଓବାଦୀ ଶିବିର ଧ୍ୱଂସ କରିବା ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି। ଛତିଶଗଡ଼...

ଗଛ ଉପୁଡ଼ି ମୁଖ୍ୟରାସ୍ତାରେ ପଡ଼ିଲା, ଯାତାୟାତ ବାଧାପ୍ରାପ୍ତ

ମାଥିଲି,୨୧ା୭(ସୁବାସ ଚନ୍ଦ୍ର ଖୁଡୁପିଆ): ମୁଖ୍ୟ ରାସ୍ତା ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲା ମାଥିଲି ବ୍ଲକଠାରୁ କିଆଙ୍ଗ ଓ ଛତିଶଗଡ଼କୁ ସଂଯୋଗ କରୁଥିବା କୋରାପଲ୍ଲୀ ଗଁା...

ମାଲକାନଗିରି ଉବୁଟୁବୁ

ମାଲକାନଗିରି/ କାଲିମେଳା,୨୧ା୭(ଦୁର୍ଯ୍ୟୋଧନ ପାତ୍ର/ ଜୀବନକୃଷ୍ଣ ଦାସ)ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲା ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। କାଲିମେଳା ବ୍ଲକ୍‌ର ପୋଟେରୁ, କାଙ୍ଗୁରୁକୋଣ୍ଡା, ଏମ୍‌ଭି ୯୦...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳି ପଡ଼ିଲେ ମାଓବାଦୀ

ମାଲକାନଗିରି,୨୦ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ଜଗରଗୁଣ୍ଡା ଥାନା ଅଞ୍ଚଳର ପାହାଡ଼ ଏବଂ ଜଙ୍ଗଲରେ ମାଓବାଦୀ ସଂଗଠନ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri