ମୋଦି ବିରୋଧୀ ପୋଷ୍ଟର: ୧୫ ଗିରଫ

କରୋନା ମହାମାରୀ ନିୟନ୍ତ୍ରଣ ଓ ଟିକା ପରିଚାଳନାର ବିଫଳତାକୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ସମାଲୋଚିତ ହୋଇଛନ୍ତି। କଂଗ୍ରେସ ସମେତ ବିଭିନ୍ନ ରାଜନୈତିକ ଦଳ ସରକାରଙ୍କ ଭୁଲ ନୀତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତେବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିକା ନୀତିକୁ ସମାଲୋଚନା କରାଯାଇ ରାଜଧାନୀ ଦିଲ୍ଲୀର ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯିବା ଘଟଣା ସମାଲୋଚକଙ୍କୁ ମହଙ୍ଗା ପଡ଼ିଛି। ପୋଷ୍ଟର ଲଗାଇଥିବା ୧୫ ଜଣଙ୍କୁ ଗିରଫ କରାଯିବା ସହ ଏକାଧିକ ଏତଲା ବିଭିନ୍ନ ଥାନାରେ ଦାଏର କରାଯାଇଛି। ଉକ୍ତ ପୋଷ୍ଟରରେ ଲେଖାଯାଇଛି, ମୋଦିଜୀ ଆମ ପିଲାମାନଙ୍କ ଟିକାକୁ କ’ଣ ପାଇଁ ବିଦେଶରେ ବିକିଲ। ଗୁରୁବାର ରାତିରେ କେହି ଉକ୍ତ ପୋଷ୍ଟରଗୁଡ଼ିକୁ ଦିଲ୍ଲୀର ବିଭିନ୍ନ ସ୍ଥାନରେ ଲଗାଇଥିଲେ। ଆଇପିସିର ଧାରା ୧୮୮ ଓ ଅନ୍ୟାନ୍ୟ ଧାରାରେ ୧୭ ଏତଲା ଦାଏର ହୋଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ନୂଆଦିଲ୍ଲୀ, ୧୩।୧୧-ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନେଇ ରବିବାର ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ଜେଡିୟୁ ଅଧ୍ୟକ୍ଷ...

ଦୃଷ୍ଟିଶକ୍ତି ହରାଇଲେଣି ୧୪ ଜଣ

ନୂଆଦିଲ୍ଲୀ/ସୁରଟ, ୮।୫: କରୋନା ମହାମାରୀରୁ ଆରୋଗ୍ୟ ହେବା ପରେ ସଂକ୍ରମିତଙ୍କଠାରେ ବ୍ଲାକ୍‌ ଫଙ୍ଗସ୍‌ ବା ମୁକୋରମାଇକୋସିସ୍‌ ଭଳି ମାରାତ୍ମକ ରୋଗର ଲକ୍ଷଣ ଦେଖିବାକୁ ମିଳିଛି। ଦିଲ୍ଲୀ...

ସୁଶାନ୍ତ ସିଂ ମାମଲାରେ କାହିଁକି ଟ୍ରେଣ୍ଡ କରୁଛି କଶାବ

ନୂଆଦିଲ୍ଲୀ,୨୭।୮: ସୋସିଆଲ ମିଡିଆ ଟୁଇଟରେ କେବେ, କ’ଣ କେମିତି ଟ୍ରେଣ୍ଡ କରିବ ତା’ର ଅନୁମାନ ଲଗାଇବା ମୁସ୍କିଲ। ଏବେ ଯେମିତି ୨୬।୧୧ ମୁମ୍ବାଇ ମାମଲାରେ ଗିରଫ...

ମୌସୁମୀ ବର୍ଷାରେ ବେହାଲ ମହାରାଷ୍ଟ୍ର

ମୁମ୍ବାଇ,୯।୬: ଚଳିତ ବର୍ଷ ପ୍ରଥମ କରି ଶନିବାର କେରଳ ଛୁଇଁଲା ମୌସୁମୀ। ଏହାର ପ୍ରଭାବରେ ମହାରାଷ୍ଟ୍ରରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ମଧ୍ୟ ବହିଥିଲା। ଏହି...

କରୋନା ସଙ୍କଟ ମଧ୍ୟରେ ଟିକାକୁ ନେଇ ରାଜନୀତି କରୁଛି ଭାଜପା: ଉଦ୍ଧବ ଠାକ୍‌ରେ

ମୁମ୍ବାଇ,୨୬।୧୦: ବିହାର ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଶିବସେନାର ବାର୍ଷିକ ଦଶହରା ରାଲି ରବିବାର ଦାଦରର ସାବାର୍କ ଅଡିଟୋରିୟମରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ...

ଚଳନ୍ତା ଅଟୋରେ ପ୍ରେମିକାର ଗଳାକାଟି ହତ୍ୟା

ମୁମ୍ବାଇ,୧୯।୬: ମୁମ୍ବାଇର ସାକିନାକାରେ ଚଳନ୍ତା ଅଟୋରେ ଜଣେ ଯୁବକ ତାଙ୍କ ପ୍ରେମିକାର ଗଳାକାଟି ହତ୍ୟା କରିଛନ୍ତି। ପଞ୍ଚଶୀଳା ଜାମଦାର ଓ ଦୀପକ ବୋରସେ ଦୁହେଁ ଅଟୋରେ...

ଗୃହରେ ବିଶୃଙ୍ଖଳିତ ଆଚରଣ ଅକ୍ଷମଣୀୟ

ନୂଆଦିଲ୍ଲୀ, ୬।୭ (ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟ ଏବଂ ବିଧାନସଭା ଭିତରେ ଆଇନ ପ୍ରଣେତାଙ୍କ ବିଶୃଙ୍ଖଳିତ ଆଚରଣକୁ କ୍ଷମା କରାଯାଇପାରିବ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଗୃହ...

ଦରଦ କାହିଁ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୩।୧୨(ବ୍ୟୁରୋ): କେନ୍ଦ୍ରର ୩ ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ଆନ୍ଦୋଳନ ଯୋଗୁ ଜାତୀୟ ରାଜଧାନୀ ଦିଲ୍ଲୀ ଏକପ୍ରକାର ପଣବନ୍ଦୀ ହୋଇଯାଇଥିବାବେଳେ ସମଗ୍ର ଦେଶରେ...

Advertisement
Archives

Model This Week