ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଗତ ପଞ୍ଚାୟତ ନିର୍ବାଚନ ପରଠାରୁ କୁରୁଣ୍ଟି ପଞ୍ଚାୟତର ଏହି ଦୁଇ ନେତା ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ରହିବା ସହ ଦଳୀୟ କର୍ମୀଙ୍କୁ ବିଭିନ୍ନ ସମୟରେ ହଇରାଣ କରୁଥିଲେ। କୁରୁଣ୍ଟି ପଞ୍ଚାୟତର ବିଜେଡି ସଭାପତି ରମେଶ ଚନ୍ଦ୍ର ବିଶ୍ୱାଳ ଓ ଦଳର ଆଗଧାଡିର ନେତାମାନେ ଏ ନେଇ ଲିଖିତ ଭାବେ ବ୍ଲକ ବିଜେଡି ସଭାପତିଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୬ ବଲ୍‌ରେ ଭାଙ୍ଗିଲା ୩ ବଡ଼ ରେକର୍ଡ: ଅଭିଷେକ-ବୈଭବଙ୍କ ଝଡ଼ରେ…

ୱେଲିଂଟନ,୨୮।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା ଓ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ କ୍ରିକେଟ ଜଗତକୁ ଚକିତ କରିଦେଇଛି।…

ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମରେ ପ୍ରବଳ ବର୍ଷା, ଉଜୁଡିଲା ପରିବା ଚାଷ

ଗଞ୍ଜାମ,୨୮।୧୦(ବିଦ୍ୟାଧର ସାହୁ ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ଗତ ଦୁଇଦିନ ହେବ ଏହି ଲଗାଣ ବର୍ଷା…

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୭ ଗିରଫ: ପୋଲିସକୁ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା

ରିଷିଡ଼ା, ୨୮।୧୦ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ମ. ରାମପୁର ଥାନା ଅଞ୍ଚଳର ବଡ଼ ଡୁଙ୍ଗୁରିଗୁଡ଼ାରେ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ତେଲ ବଜାରରେ ହଲଚଲ: ଦୀପାବଳି ପୂର୍ବରୁ ଶସ୍ତା ହେଲା ଗ୍ୟାସ୍‌ ସିଲିଣ୍ଡର?

ନୂଆଦିଲ୍‌ଲୀ,୨୮।୧୦: ଦୀପାବଳି ପର୍ୱ ପାଖେଇ ଆସୁଛି ଏବଂ ଘରେ ଘରେ ପିଠାପଣା, ଖାଦ୍ୟ ପ୍ରସ୍ତୁତିଠାରୁ ଆରମ୍ଭ କରି ମିଠା କିଣିବା ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…

ଏଚ୍‌ଆଇଭି ବିରୋଧରେ ବୈଜ୍ଞାନିକଙ୍କ ବଡ଼ ସଫଳତା! ମାଙ୍କଡ଼ ଉପରେ ଚମକପ୍ରଦ ପରୀକ୍ଷା

ଓ୍ବାଂଶିଟନ୍‌, ୨୮।୧୦: ଏଡ୍‌ସ (ଏଚ୍‌ଆଇଭି) ସୃଷ୍ଟିକାରୀ ଭୂତାଣୁ ଶରୀରରେ ଲୁଚି ରହିବାର କ୍ଷମତା ରଖିଥାଏ। ଔଷଧ ଖାଇବା ବନ୍ଦ କରିଦେଲେ ଏହି ଲୁକ୍କାୟିତ ଭୂତାଣୁ ପୁନର୍ବାର ସକ୍ରିୟ…

ନଭେମ୍ୱର ପହିଲାରୁ ଚମକିବ ଭାଗ୍ୟ: ମହାଲକ୍ଷ୍ମୀ ରାଜଯୋଗରେ ମାଲାମାଲ୍‌ ହେବେ ୪ ରାଶି! ଘରକୁ ଆସିବ ଖୁସି ଖବର

କର୍କଟ ରାଶିରେ ମଙ୍ଗଳ ପୂର୍ୱରୁ ବିଦ୍ୟମାନ ଅଛନ୍ତି। କର୍କଟ ରାଶିରେ ଚନ୍ଦ୍ରଙ୍କ ପ୍ରବେଶ ହେତୁ ଉଭୟ ଗ୍ରହଙ୍କର ଯୁତି ସୃଷ୍ଟି ହେବ। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ୧ ନଭେମ୍ୱରରୁ ବଢିଯିବ LPG ଦର! ଏମାନଙ୍କୁ ଆଉ ମିଳିବନି ସିଲିଣ୍ଡର

ନୂଆଦିଲ୍‌ଲୀ,୨୮।୧୦: ଯଦି ଆପଣଙ୍କ ଘରେ ଏଲପିଜି (LPG) ସିଲିଣ୍ଡର ବ୍ୟବହାର ହୁଏ କିମ୍ୱା ଆପଣଙ୍କ ପାଖରେ ପିଏନଜି (PNG) ର ସଂଯୋଗ ଅଛି, ତେବେ ଏହି ଖବର…

ନିୟମରେ ବଡ଼ ପରିବର୍ତ୍ତନ! ମାତ୍ର ୧୫୦୦ ଟଙ୍କାରେ ମିଳିବ ବାର୍ଷିକ FASTag ପାସ୍‌, ଜାଣଣନ୍ତୁ କିପରି

ନୂଆଦିଲ୍ଲୀ,୨୮।୧୦(ପି.ଟି.): ଜାତୀୟ ରାଜପଥ (ଏନ୍‌ଏଚ୍‌) ଟୋଲ୍‌ ପ୍ଲାଜାର ୨୦ କିଲୋମିଟର ପରିସର ମଧ୍ୟରେ ବସବାସ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଆସନ୍ତା ନଭେମ୍ବର ୧ରୁ ନୂଆ ବାର୍ଷିକ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?