ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ, ବ୍ଲକ୍‌ ଅଫିସ୍‌ରେ ଶାସକ-ବିରୋଧୀ ଗୋଷ୍ଠୀ ମୁହାଁମୁହିଁ

ନୟାଗଡ଼,୨।୩(ଲୋକନାଥ ମିଶ୍ର): ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ପାଟିତୁଣ୍ଡ । ଉନ୍ନତିମୂଳକ କାର୍ଯ୍ୟରେ ବିଲ୍ ପେମେଣ୍ଟ ହୋଇପାରୁନଥିବାରୁ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ବିଜେଡିର ଲୋକ ପ୍ରତିନିଧି ବିଡ଼ିଓଙ୍କଙ୍କ ସହ ଆଲୋଚନା କରୁଥିଲେ। ପରେ କଥା କଟାକଟି ହୋଇ  ପାଟିତୁଣ୍ଡ ହୋଇଥିଲା ।
ଶେଷରେ ଭାଜପା ବିଜେଡି କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ବିବାଦ ଦେଖା ଦେଇ ଚାପା ଉତେଜନା ଦେଖା ଦେଇଥିଲା। ଖବର ପାଇ ଦଶପଲ୍ଲା ଥାନା ପୋଲିସ ବ୍ଲକ୍‌ ଅଫିସରରେ ତାଲା ମାରି ବୁଝାସୁଝା ଜାରି ରଖିଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଢ଼େଇ ମାସ ପୂର୍ବରୁ ହୋଇଥିଲା ୧୨ ବର୍ଷ ପୁଅର ମୃତ୍ୟୁ; ମାଟିତଳୁ ଶବ ବାହାରକଲା ପୋଲିସ, କାରଣ ଜାଣିଲେ..

ମୁମ୍ବାଇ,୩ା୬: ମହାରାଷ୍ଟ୍ରର ଜଳଗାଁର ଧାରାଙ୍ଗାଓଁ ତହସିଲ ଅନ୍ତର୍ଗତ ରେଲ୍ ଗ୍ରାମରେ କ୍ରିକେଟ୍ ଖେଳୁଥିବା ସମୟରେ ୧୨ ବର୍ଷୀୟ ଗଣେଶ ନାଭାଲ୍ ପାଟିଲଙ୍କ ମୃତ୍ୟୁ ହୋଇଥିଲା । ଏହି…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ଜାଣନ୍ତୁ କିଏ ସେହି ଋତବ୍ରତ ବାନାର୍ଜୀ, ଯିଏ ୫୮ ବିଧାୟକଙ୍କୁ ହାତ କରି ମମତାଙ୍କ ହାତରୁ ଛଡ଼ାଇ ନେଉଛନ୍ତି TMC?

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀଙ୍କୁ ସବୁଠାରୁ ବଡ଼ ଝଟକା ଲାଗିଛି। ତାଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଏବେ ଦୁଇ…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ…

କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର, ଆଣ୍ଠୁମାଡ଼ି ପ୍ରଣାମ କରି କହିଲେ….

ବେଙ୍ଗାଲୁରୁ,୩ା୬: ସିଦ୍ଧରାମେୟାଙ୍କ ଇସ୍ତଫା ପରେ, ବୁଧବାର ଦିନ ଲୋକଭବନରେ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ୍…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri