Posted inଜାତୀୟ

ଭାରତୀୟ ନୌସେନା ପରୀକ୍ଷା କଲା ଆଣ୍ଟି ଶିପ୍ ମିଶାଇଲ: ସର୍ବାଧିକ ଦୂରତା ପର୍ଯ୍ୟନ୍ତ କରିବ ଲକ୍ଷ୍ୟ ଭେଦ

ନୂଆଦିଲ୍ଲୀ,୩୦ ।୧୦: ଭାରତୀୟ ନୌସେନା ଦ୍ୱାରା ଶୁକ୍ରବାର ଆଣ୍ଟି ଶିପ ମିଶାଇଲ ଉତ୍‌କ୍ଷେପଣ କରାଯାଇଛି । ନୌସେନା ଗାଇଡେଡ ମିଶାଇଲ କରଭେଟ ଆଇଏନ୍‌ଏସ୍ କୋରା ସହାୟତରେ ଏହି ମିଶାଇଲ ଉତକ୍ଷେପର କରିଛି । ପଶ୍ଚିମବଙ୍ଗ ଉପକୂଳରେ ଭାରତୀୟ ନୌସେନା ଏହି ପରୀକ୍ଷଣ କରିଛି । ଏହା ସଠିକ୍ ଭାବେ ସର୍ବାଧିକ ସୀମା ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିପାରିବ ବୋଲି କୁହାଯଏ । ଗୋଟିଏ ସପ୍ତାହ ମଧ୍ୟରେ ଭାରତୀୟ ନୌସେନାର ଏହା ଦ୍ୱିତୀୟ ଶକ୍ତି ପରୀକ୍ଷା । ଏଥର ପରୀକ୍ଷଣ କରାଯାଇଥିବା ମିଶାଇଲର ଲକ୍ଷ୍ୟ ଏତେ ସଠିକ୍ ଥିଲା ସେ ଯେଉଁ ଜାହାଜକୁ ଲକ୍ଷ୍ୟ କରାଯାଇଥିଲା ତାହା ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି । ଭାରତୀୟ ନୌସେନା ଦ୍ୱାରା ଏହାର ଫଟୋ ମଧ୍ୟ ଜାରି କରାଯାଇଛି । ସୂଚନାଯୋଗ୍ୟ, ଚଳିତ ସପ୍ତାହରେ ନୌସେନା ଦ୍ୱାରା ଆଏନ୍‌ଏସ୍ ପ୍ରବଳରୁ ମଧ୍ୟ ଯେଉଁ ମିଶାଇଲର ପରୀକ୍ଷଣ କରାଯାଇଥିଲା ତାହାର ଏକ ଭିଡିଓ ଜାରି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?