ଆମେରିକାରେ ତେଜୁଛି ଟ୍ରମ୍ପ୍‌ ବିରୋଧୀ ବିକ୍ଷୋଭ

ଓ୍ବାଶିଂଟନ୍‌,୨୧ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତ୍ୟର୍ପଣ, ଛଟେଇ, ଗାଜା ଓ ୟୁକ୍ରେନ୍‌ ଯୁଦ୍ଧ ନୀତି ବିରୋଧରେ ଶନିବାର ଓ୍ବାଶିଂଟନ୍‌, ନ୍ୟୁୟର୍କ ଓ ଶିକାଗୋ ସମେତ ଦେଶର ବିଭିନ୍ନ ସହରରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ହ୍ବାଇଟ୍‌ ହାଉସ୍‌ ବାହାରେ ବିକ୍ଷୋଭକାରୀ ଟ୍ରମ୍ପ୍‌ ପ୍ରଶାସନ ବିରୋଧୀ ଓ ଆପ୍ରବାସୀ ସପକ୍ଷବାଦୀ ସ୍ଲୋଗାନ୍‌ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଗତ ଜାନୁଆରୀରେ ଟ୍ରମ୍ପ୍‌ ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରଠୁ ଅଦ୍ୟାବଧି ୨ ଲକ୍ଷ ଲୋକଙ୍କୁ ସରକାରୀ ଚାକିରିରୁ ଛଟେଇ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରେଭେନ୍ସା ୱାର୍ଡେନଙ୍କୁ ଦୁର୍ବ୍ୟବହାର କଲେ ବିଧାୟକ: ଇସ୍ତଫା ପରେ ରାଜରାସ୍ତାକୁ ଓହ୍ଲାଇଲେ ୱାର୍ଡେନ

କଟକ,୫।୮(ପ୍ରଭୁ କଲ୍ୟାଣ ପାଲ୍‌): ରେଭେନ୍ସା ବିଶ୍ୱବିଦ୍ୟାଳୟରେ ନ୍ୟାୟ ଦାବି ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ୱାର୍ଡେନ। ପଦଯାତ୍ରା କରି କୁଳପତିଙ୍କୁ ଦାବି ଜଣାଇଛନ୍ତି ଆନ୍ଦୋଳନକାରୀ। ଗତକାଲି…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri