ଗଞ୍ଜାମକୁ ଆସିଲା ଆଣ୍ଟିଜେନ କିଟ୍‌, ଟେଷ୍ଟିଙ୍ଗ ଆରମ୍ଭ: ଜିଲାପାଳ

ଛତ୍ରପୁର,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ଆଣ୍ଟିଜେନ୍‌ କିଟ୍‌ ଆସିଛି। ଆଜିଠାରୁ ଜିଲାରେ ଆଣ୍ଟିଜେନ୍‌ ଟେଷ୍ଟିଂ ଗାଇଡଲାଇନ ଅନୁସାରେ ଆରମ୍ଭ ହେବ । ମଙ୍ଗଳବାର ଏନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ କରି ସୂଚନା ଦେଇଛନ୍ତି । କୋଭିଡ ଲକ୍ଷଣ ଥିଲେ ଲୁଚାଅନି, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଏଏନ୍‌ଏମ୍‌ କିମ୍ବା କୋଭିଡ ମନିଟରଙ୍କୁ ଜଣାଇବାକୁ ଜିଲାପାଳ ପୁଣି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ବିଜେଡିର ପ୍ରୀତମ ପାଢ଼ୀ ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩...

ପୂର୍ବ ଶତ୍ରୁତାକୁ ନେଇ କଟକରେ ବୋମାମାଡ଼

କଟକ ଅଫିସ,୨୨ା୮: ଲାଲବାଗ ଥାନା ଅନ୍ତର୍ଗତ ଡଗରପଡା ଭୂତିଆସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ବୋମାମାଡ ହୋଇଛି। ୩ଜଣ ଦୁର୍ବୃତ୍ତ ଦୁଇଟି ବାଇକ୍‌ରେ ଆସି ଗୋଲକ...

ଚିକିତ୍ସା ଲାଗି ଟଁକା ବାଧକ୍‌:ତୃତୀୟାର ନାକେ ବଢ଼ୁଛେ ଆବୁ

ବିନିକା, ୧୭ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୨ ନଂ. ଓ୍ବାର୍ଡ ମିଶ୍ରପଡ଼ାର ତୃତୀୟା କର(୬୦)। ସେ ଗୁଟେ ବିରଲ କିସମର ରୋଗ୍‌ରେ...

ବେତାରସିଙ୍ଗିର ୩ ସାହି କଣ୍ଟେନ୍‌ମେଣ୍ଟ ଜୋନ୍‌: ଆଖପାଖ ୬ ଗ୍ରାମ ବଫର ଜୋନ୍‌

ବୁଗୁଡ଼ା,୧୬ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେତାରସିଙ୍ଗି ଗ୍ରାମର ହୋମ୍‌ କ୍ବାରାଣ୍ଟାଇନରେ ଥିବା ଜଣେ ଯୁବକଙ୍କର ଶନିବାର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଫଳରେ ଜିଲା ପ୍ରଶାସନ ସୋମବାର...

ପିଆରଏମ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ୭ ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ, ରୋଗୀ ହଇରାଣ

ବାରିପଦା ଅଫିସ,୧୦ା୧୦- ଆଦିବାସୀ ଅଧ୍ୟୁଷିତ ବଣପାହାଡ଼ ଘେରା ମୟୂରଭଞ୍ଜ ଜିଲାରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ କେନ୍ଦ୍ରୀୟ ଯୋଜନାରେ ରାଜ୍ୟ ସରକାର ମେଡିକାଲ କଲେଜ...

ଚିକିତ୍ସା ଲାଗି ଟଁକା ଅଭାବ୍‌: ରୋଗ୍‌ରେ ଶଢ଼ୁଛନ୍‌ ମା’ଛେଉଁଡ଼ କେଦାର

ପଦ୍ମପୁର, ୧୧।୭ (ଡି.ଏନ୍‌.ଏ.):  ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ସରେଇକେଲା ପଁଚେତ୍‌ ସମ୍ବଲପୁରୀ ଗାଁର କୈଳାଶ ବରିହାକଁର ପୁଓ କେଦାର ବରିହା(୫)। ୨ ବଛତର...

ଗେଙ୍ଗୁଟିଆ ପଞ୍ଚାୟତରେ ଭତ୍ତା ବଣ୍ଟନରେ ଅବ୍ୟବସ୍ଥା: ମିଳିନି ଡିସେମ୍ବର ଟଙ୍କା

ପରଜଙ୍ଗ, ୩।୧(ଡି.ଏନ.ଏ.) – ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କେଳେଙ୍କାରୀକୁ ନେଇ ସୃଷ୍ଟି ହୋଇଥିବା ତୁମ୍ବିତୋଫାନ ନ ଥମୁଣୁ ପରଜଙ୍ଗ ବ୍ଲକରେ ଏବେ ଭତ୍ତା ବଣ୍ଟନ ବ୍ୟବସ୍ଥାରେ...

ବାଲିଗୁଡ଼ା ଏସ୍‌ଡିପିଓଙ୍କ ଦାରିଙ୍ଗବାଡ଼ି ଥାନା ପରିଦର୍ଶନ: ଚୋରାମଦ କାରବାର ରୋକିବା ଦିଗରେ ଆଲୋଚନା

ଦାରିଙ୍ଗବାଡ଼ି,୧୭।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାକୁ ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଞ୍ଜନ ବାରିକ ପରିଦର୍ଶନ କରିଛନ୍ତି। ସେ ଏସ୍‌ଡିପିଓ ଭାବେ ବାଲିଗୁଡ଼ା ଉପଖଣ୍ଡ କାର୍ଯ୍ୟାଳୟରେ ଯୋଗଦେବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *