କରୋନା ରୋଗୀଙ୍କ ନିକଟରେ ବଢୁଛି ଫଙ୍ଗାଲ ଇନଫେକ୍ସନର ଭୟ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪ ।୯: କରୋନା ସଂକ୍ରମଣ ପାଇଁ ଦାୟୀ ମ୍ୟୁଟେଣ୍ଟ ବାରମ୍ବାର ତା’ର ରୂପ ବଦଳାଉଛି । ସେଥିପାଇଁ କରୋନାର ଔଷଧ ଓ ଟିକା ନିଜ ନିଜର ପ୍ରଭାବ ବୃଦ୍ଧି କରିବାକୁ ଏଥିରେ ଦ୍ରୁତ ଗତିରେ ସୁଧାର ଆଣୁଛନ୍ତି । ଏବେ କରୋନାଠାରୁ ଦୂରେଇ ରହିବାକୁ ଟିକା ହିଁ ସବୁଠାରୁ ବେଶି ପ୍ରଭାବଶାଳୀ ବୋଲି କୁହାଯାଉଛି । ଏପଟେ ସାରା ବିଶ୍ୱର ଡାକ୍ତର ଓ ବିଶେଷଜ୍ଞ କରୋନା ରାଗୀଙ୍କୁ ଭଲ ଚିକିତ୍ସା ଯୋଗାଇ ଦେବାକୁ ଦିନ-ରାତି ପରିଶ୍ରମ କରି ଚାଲିଛନ୍ତି । ଏହାରି ଭିତରେ କରୋନାର ଡେଲ୍ଟା ଭାରିଏଣ୍ଟ ଏବେ ସମସ୍ତଙ୍କର ମୁଣ୍ଡ ବିଗାଡିଛି । ତେବେ କରୋନା ରୋଗୀଙ୍କୁ ଦିଆଯାଉଥିବା ଔଷଧକୁ ନେଇ ଏବେ ଆଇସିଏମ୍‌ଆର୍ ବଡ ଚେତାବନି ଦେଇଛି । ଆଇସିଏମ୍‌ଆର୍ ନିକଟରେ କରିଥିବା ଏକ ଗବେଷଣା ରିପୋର୍ଟରେ ଦାବି କରାଯାଇଛି କି ଆଣ୍ଟିମାଇକ୍ରୋବିୟଲ ଯେଉଁମାନେ ଅଧିକ ବ୍ୟବହାର କରିଛନ୍ତି ସେଭଳି କରୋନା ରୋଗୀଙ୍କ ନିକଟରେ ଫଙ୍ଗାଲ ଇନଫେକ୍ସନର ଭୟ ଅଧିକ ରହୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ରାଶିରେ ରାହୁ ଗୋଚର, ୩ ରାଶିଙ୍କୁ ଲାଭ ହିଁ ଲାଭ; ହୁ ହୁ ହୋଇ ବଢିବ ଧନ!

ଜ୍ୟୋତିଷ ଶାସ୍ତ୍ରରେ, ରାହୁକୁ ଏକ ରହସ୍ୟମୟ ଏବଂ ଛାୟାମୟ ଗ୍ରହ ଭାବରେ ବିବେଚନା କରାଯାଏ । ଏହାଛଡା ରାହୁଙ୍କ ଗତି ପ୍ରାୟତଃ ହଠାତ୍ ପରିବର୍ତ୍ତନ, ମହତ୍ତ୍ୱାକାଂକ୍ଷା, ନୂତନ…

8th Pay Commission ପୂର୍ବରୁ ସରକାରଙ୍କ ବଡ଼ ଉପହାର! ୫% ବଢିଲା DA

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ପେନସନଭୋଗୀ (Pensioner), ତେବେ ଆପଣଙ୍କ ପାଇଁ ଏକ ବହୁତ ଖୁସି ଖବର ରହିଛି। ଗୋଟିଏ ପଟେ ସାରା…

ଆବର୍ଜନା ସଫା କଲେ ଉପବାଚସ୍ପତି, ସମସ୍ତଙ୍କୁ ପରାମର୍ଶ ଦେଇ କହିଲେ…

ବଡ଼ଗାଁ,୨ା୧୦(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁଠାରେ ଶୁକ୍ରବାର ପୂର୍ବାହ୍ନରେ ଭାଜପା ପକ୍ଷରୁ ‘ସେବା ପକ୍ଷ’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଧାନସଭା ଉପବାଚସ୍ପତି ଭବାନୀ ଶଙ୍କର ଭୋଇ,…

Video: କାପଟେନ ସ୍ମିତ୍‌ଙ୍କ ନୂଆ ଭିଡ଼ିଓ ଦେଖିଲେ ଛାତି ଥରି ଉଠିବ, ଏବେ କହିଲେ ‘ହନୁମାନ’ ମୋତେ ବଞ୍ଚାଇଦେଲେ

ନୂଆଦିଲ୍ଲୀ,୨।୧୦: ଫ୍ଲାଏ-ଦୁବାଇ (Flydubai) ବିମାନ ଘଟଣା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନରେ କଥା ହୋଇଥିଲେ। ଶୁକ୍ରବାର (ଅକ୍ଟୋବର…

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?