Posted inଜାତୀୟ

ଭାରତରେ ପହଞ୍ଚିଲେ କ୍ଲିଣ୍ଟନ

ନୂଆଦିଲ୍ଲୀ,୨୮।୭: ଆମେରିକାର ବେଅଦେଶିକ ମନ୍ତ୍ରୀ ଆଣ୍ଟୋନୀ କ୍ଲିଣ୍ଟନ ଦୁଇ ଦିବସୀୟ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବୁଧବାର ସେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଜାତୀୟ ପରାମର୍ଶଦାତା ଅଜିତ ଡୋଭାଲଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଆଫଗାନିସ୍ଥାନରେ ବିଗୁଡୁଥିବା ସୁରକ୍ଷା ପରିସ୍ଥିତି ମଧ୍ୟରେ କ୍ଲିଣ୍ଟନ ଭାରତ ସହ ଦ୍ୱିପାକ୍ଷୀୟ ସମ୍ବନ୍ଧ ମଜଭୁତ କରିବା ଏବଂ ହିନ୍ଦ୍‌ ପ୍ରଶାନ୍ତ ଅଞ୍ଚଳରେ କ୍ୱାଡ ଫ୍ରେମ୍‌ଓ୍ବାର୍କରେ ସହଯୋଗର ହାତ ବଢାଇବା ଲକ୍ଷ୍ୟରେ ଭାରତ ଏବଂ କୁଏତ ଯାତ୍ରାରେ ଆସିଛନ୍ତି କ୍ଲିଣ୍ଟନ। କୁଏତ ଯାତ୍ରା ପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକମ୍ର ରହିଛି। ସୂଚନାଯୋଗ୍ୟ, ଆମେରିକାର ବୈଦେଶିକ ମନ୍ତ୍ରୀ ଭାବେ କ୍ଲିଣ୍ଟନଙ୍କ ଏହା ପ୍ରଥମ ଭାରତ ଯାତ୍ରା ଏବଂ ବାଇଡେନ ସରକାର କ୍ଷମତାକୁ ଆସିବା ପରେ ଭାରତ ଗସ୍ତ କରିଥିବା ତୃତୀୟ ବରିଷ୍ଠ ପଦାଧିକାରୀ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?