‘ପୁଣିଥରେ ନ ହେଉ ବେଲୁନ ଉଡାଇବା ଭୁଲ’, ଚାଇନାକୁ ଚେତାବନୀ ଦେଲା ଆମେରିକା

ୱାଶିଂଟନ,୧୯ ।୨: ଆମେରିକା ଓ ଚାଇନା ମଧ୍ୟରେ ସ୍ପାଇ ବେଲୁନକୁ ନେଇ ବିବାଦ ଥମିବାର ନାଁ ନେଉନି । ଆମେରିକା ସ୍ପାଇ ବେଲୁନକୁ ନେଇ ଚାଇନାକୁ ଚେତାବନୀ ଦେଇଛି । ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଶନିବାର ଅର୍ଥାତ୍ ୧୮ ଫେବୃୟାରୀରେ ଚାଇନାର ଟପ୍ ଡିପ୍ଲୋମାଟ ୱାଙ୍ଗ ୟିଙ୍କ ସହ ସାକ୍ଷାତ୍ କରିଛନ୍ତି । ଏହି ସମୟରେ ସେ ଆମେରିକା ଆକାଶ ମାର୍ଗରେ ସ୍ପାଇ ବେଲୁନ ଉଡାଇବା ଭଳି କାର୍ଯ୍ୟ ପୁଣିଥରେ ନ ଦୋହରାଇବାକୁ ଚାଇନାକୁ ଚେତାବନୀ ଦେଇଛନ୍ତି ।
ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ ଏ ସମ୍ପକରେ ସୂଚନା ଦେଇ କହିଛନ୍ତି, ଆମେରିକାର ଆକାଶ ମାର୍ଗରେ ଏକ ଉଚ୍ଚ ଉଚ୍ଚତା ବିଶିଷ୍ଟ ସ୍ପାଇ ବେଲୁନ ଆମେରିକାର ସାର୍ବଭୌମତ୍ୱ ତଥା ଆନ୍ତର୍ଜାତୀୟ ନିୟମର ଉଲ୍ଲଂଘନ ବିଷୟରେ ସିଧାସଳଖ କଥାବାର୍ତ୍ତା କରିଛି । ଏଥିରେ କୁହାଯାଇଛି କି ଏଭଳି ଦାୟିତ୍ୱହୀନ କାର୍ଯ୍ୟ ଆଉ ଯେମିତି ନ ଘଟେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri