Posted inରାଜ୍ୟ

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଗର୍ଗ । ପ୍ରକାଶଥାଉକି, ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରିବାକୁ ଥିବା ବେଳେ ଅନୁ ଗର୍ଗଙ୍କୁ ନୂଆ ଦାୟିତ୍ବ ଦିଆଯାଇଛି ।

ନୂଆ ବର୍ଷରେ ଓଡ଼ିଶା ନୂଆ ମୁଖ୍ୟ ଶାସନ ସଚିବ ପାଇବ । ଅନୁ ଗର୍ଗଙ୍କର ମାର୍ଚ୍ଚ ୨୦୨୯ ପର୍ଯ୍ୟନ୍ତ କାର୍ଯ୍ୟକାଳ ରହିଛି । ପୂର୍ବରୁ ସେ ଅନେକ ବିଭାଗରେ କାର୍ଯ୍ୟ କରିଥିବା ବେଳେ ବର୍ତ୍ତମାନ ଜଳ ସମ୍ପଦ ବିଭାଗର ଅତିରିକ୍ତ ସଚିବ ସହ ଉନ୍ନୟନ କମିଶନର ଭାବେ କାର୍ଯ୍ୟ କରୁଛନ୍ତି । ନୂଆ ଶାସନ ସଚିବ ନେଇ ଚାରି ଜଣ ଆଇଏସଙ୍କ ନାଁ ଚର୍ଚ୍ଚାରେ ରହିଥିବା ବେଳେ ଅନୁ ଗର୍ଗଙ୍କୁ ନୂଆ ଦାୟିତ୍ବ ମିଳିଛି । 

 


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri