ଫ୍ୟାମିଲି କୋର୍ଟରେ ଅନୁଭବ

କଟକ ଅଫିସ,୪।୭: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ସୋମବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ସେ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଥିବା ଜଣାପଡ଼ିଛି। ୫ ଓ ୬ ତାରିଖ ଯାଏ ଏହି ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଚାଲିବ ।
ସୂଚନାଯୋଗ୍ୟ, ଅନୁଭବ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାହ ବିଚ୍ଛେଦ ମାମଲାକୁ ନେଇ କଟକ ଫ୍ୟାମିଲି କୋର୍ଟରେ ମାମଲା ଚାଲିଛି। ଏପରିକି କିଛିଦିନ ତଳେ ଉଭୟଙ୍କ ପାରିବାରିକ ବିବାଦ ମାମଲା ଏସଡିଜେଏମ୍‌ଙ୍କ ଅଦାଲତରେ ଶୁଣାଣି ହୋଇଥିଲା। ଅନୁଭବଙ୍କ ପକ୍ଷରୁ ଦାୟର ହୋଇଥିବା ଦୁଇଟି ପିଟିଶନର ଶୁଣାଣି କରି କୋର୍ଟ ତାଙ୍କ ରାୟ ସଂରକ୍ଷିତ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା

ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ...

ପଟ୍ଟା ମିଳିଛି, ଜମି ଚିହ୍ନଟ ହେଉନି

ଅମରପାଲି, ୫।୮(ଡି.ଏନ.ଏ) ସରକାର ଭୁମିହୀନମାନଙ୍କୁ ଘରଡିହ ଯୋଗାଇ ଦେଇଛନ୍ତି। ଏପରିକି ଉକ୍ତ ପରିବାରମାନଙ୍କୁ ପଟ୍ଟା ବି ମିଳି ସାରିଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁଁ...

ମନ୍ଦିର ଦାନହୁଣ୍ଡି ଚୋରି କରି ନଦୀ ବାଲିରେ ପୋତିଦେଲେ ଦୁର୍ବୃତ୍ତ

ସୋରଡ଼ା,୨୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାସ୍ଥିତ ପଞ୍ଚାନନ ହୁଣ୍ଡିକୁ ଶୂକ୍ରବାର ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଥିବା ଶନିବାର ସକାଳେ ମନ୍ଦିର ପୂଜକ ଯାଇ ଦେଖିଥିଲେ। ଏନେଇ...

ସଖୀ କେନ୍ଦ୍ର ଉଦ୍‌ଘାଟିତ: ନିର୍ଯାତିତା ମହିଳା, ଯୁବତୀଙ୍କୁ ଯୋଗାଇ ଦିଆଯିବ ସୁବିଧା

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲାପାଳଙ୍କ ପୁରୁଣା କାର୍ଯ୍ୟାଳୟ ନିକଟରେ ବୁଧବାର ସଖୀ କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଏହି କେନ୍ଦ୍ର ମାଧ୍ୟମରେ ନିର୍ଯାତିତା ମହିଳା ଓ ଯୁବତୀମାନଙ୍କୁ...

ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ...

୨୭ ଗାଁ ପାଣି ଘେରରେ, ବନ୍ଦହେଲା ୩୨ ସ୍କୁଲ

ନୟାଗଡ଼ ଅଫିସ,୧୬।୮: ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସିବା ଫଳରେ ନୟାଗଡ଼ ଜିଲା ଗଣିଆ ବ୍ଲକର ୨୭...

ଭଦ୍ରକରୁ ପୁଣି ୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସମସ୍ତେ ସ୍ଥାନୀୟ ଅଞ୍ଚଳର

ଭଦ୍ରକ ଅଫିସ,୧।୯: ଭଦ୍ରକ ଜିଲାରୁ ମଙ୍ଗଳବାର ୯୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଭିତର ରତ୍ନଭଣ୍ଡାର ଚାବିକୁ ନେଇ ହଟୁନି ଦ୍ୱନ୍ଦ୍ୱ

ପୁରୀ ଅଫିସ,୨୦।୧୧: ରତ୍ନଭଣ୍ଡାରକୁ ନେଇ ନୂଆ ବିବାଦ ଦେଖାଦେଇଛି। ପୂର୍ବରୁ ରତ୍ନଭଣ୍ଡାର ଚାବି ଘଟଣାରେ ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନର କାର୍ଯ୍ୟକଳାପ ଉପରେ ସାଧାରଣରେ...

Advertisement
Archives

Model This Week