ବର୍ଷା-ଅନୁଭବଙ୍କୁ ତାଗିଦ୍‌ କଲେ ହାଇକୋର୍ଟ

କଟକ ଅଫିସ,୨୭।୫: ପାରିବାରିକ ବିବାଦ ମାମଲାରେ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ତାଗିଦ କରିଛନ୍ତି ହାଇକୋର୍ଟ। ଉଭୟଙ୍କୁ ସୋସିଆଲ ମିଡିଆରେ ମନ୍ତବ୍ୟ ନ ରଖିବାକୁୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତିି। କେହି କାହା ବିରୋଧରେ ମନ୍ତବ୍ୟ ନ ଦେବା ସହ ଆଉ କିଛି ଭିଡିଓ ପୋଷ୍ଟ ନ କରିବାକୁ ଅନୁଭବଙ୍କୁ ହାଇକୋର୍ଟ କହିଛନ୍ତି। ଏଥିସହ ଜୁଲାଇ ୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି ।

ସୂଚନାଯୋଗ୍ୟ, ନିକଟରେ ଅନୁଭବ ଲଗାତର ତିନୋଟି ଭିଡିଓ କରି ବର୍ଷାଙ୍କ ଉପରେ ଖୁବ ବର୍ଷିଥିଲେ। ଏହାକୁୁ ନେଇ ସୋସିଲ ମିଡିଆରେ ଉଭୟଙ୍କ ପ୍ରଶଂସକ ମୁହାଁମୁହିଁ ହୋଇଥିଲେ। ବର୍ଷାଙ୍କ ବାବଦରେ ଅନୁଭବ ଅନେକ କଟୁ ଟିପ୍ପଣୀ ଦେବା ସହ ତାଙ୍କର ନାରୀତ୍ୱକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଥିଲେ। ଫଳରେ ବର୍ଷା ପ୍ରଥମେ ପୁରୀ ଘାଟ ଥାନାକୁ ଯାଇ ଅନୁଭବଙ୍କ ବିରୋଧରେ ଏତଲା ଦେଇଥିଲେ। ଅନୁଭବଙ୍କ ଏଭଳି ଭିଡ଼ିଓ ପାଇଁ ତାଙ୍କ ମାନହାନି ହୋଇଛି ବୋଲି ବର୍ଷା ଅଭିଯୋଗ କରିଥିଲେ। ଏପରିକି ଅନୁଭବଙ୍କ ଭିଡିଓ ପୋଷ୍ଟକୁ ନେଇ ବର୍ଷା ହାଇକୋର୍ଟ ଯାଇଛନ୍ତି। ସୋସିଆଲ ମିଡ଼ିଆରେ ତାଙ୍କ ନାମରେ ହେଉଥିବା ଅପପ୍ରଚାର ବନ୍ଦ ପାଇଁ ସେ ପିଟିଶନ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri