ବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ କରି କାନ୍ଦିଲେ ଅନୁଭବ

କଟକ,୧୫ା୨: ଓଲିଉଡ୍‌ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କର ଗୁରୁବାର ପରଲୋକ ହୋଇଛି। ଏଥିରେ ପୂରା ଭାଙ୍ଗି ପଡ଼ିଛନ୍ତି ପରିବାର ଲୋକେ। ଦୀର୍ଘଦିନ ଧରି ଅନୁଭବଙ୍କ ବାପା କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ତେବେ ଆଜି ତାଙ୍କର ଦେହାନ୍ତ ହୋଇଛି।

ବାପାଙ୍କୁ ହରାଇ ଅନୁଭବ ଏକପ୍ରକାର ଭାଙ୍ଗି ପଡ଼ିଛନ୍ତି। ବାପାଙ୍କୁ ତାଙ୍କ ପାଖରୁ ଆଦୌ ଯିବାକୁ ଦେଉନାହାନ୍ତି ଅନୁଭବ। ବେଡ୍‌ରେ ତାଙ୍କ ବାପା ଶେଷ ନିଦ୍ରାରେ ଶୋଇଥିବା ବେଳେ ଛୋଟ ପିଲାଙ୍କ ପରି କାନ୍ଦୁଛନ୍ତି ଅନୁଭବ। ଖାଲି ଏତିକି ନୁହେଁ, ସେ ତାଙ୍କ ବାପାଙ୍କୁ ଜାବୁଡ଼ି ଧରି ଶେଷଥର ପାଇଁ ଗେଲ ବି କରୁଛନ୍ତି। ଏହି ଦୃଶ୍ୟ ସମସ୍ତଙ୍କ ଆଖିରେ ଲୁହ ଭରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri