ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ

ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।  ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ ଥିବା ମିଶ୍ରଣ ପର୍ବରେ ଅନୁଭବ ଦଳରେ ସାମିଲ ହୋଇପାରନ୍ତି ବୋଲି ସୂଚନା ରହିଛି।

୨୦୧୯ରେ ଲୋକ ସଭାକୁ ନିର୍ବାଚିତ ହେବା ପୂର୍ବରୁ ଅନୁଭବ ରାଜ୍ୟ ସଭା ସଦସ୍ୟ ଥିଲେ। ୨୦୨୪ ନିର୍ବାଚନ ପାଇଁ ବିଜେଡି ଏଥର କେନ୍ଦ୍ରାପଡ଼ା ଲୋକ ସଭା ଆସନରୁ ଅନୁଭବଙ୍କ ବଦଳରେ ଅଂଶୁମାନ ମହାନ୍ତିଙ୍କୁ ପ୍ରାର୍ଥୀ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ...

ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା

ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ  ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri