ଭର୍ତ୍ତୃହରିଙ୍କ  ଆଶୀର୍ବାଦ ନେଲେ ଅନୁଭବ: ଫଟୋକୁ ନେଇ ବଢ଼ୁଛି ଚର୍ଚ୍ଚା 

ଭୁବନେଶ୍ୱର,୨୬।୩: ରଙ୍ଗର ପର୍ବ ହୋଲି। ଏହି ଦିନରେ ସମସ୍ତେ ପର ଆପଣା ଭେଦଭାବ ଭୁଲି ପରସ୍ପରକୁ ରଙ୍ଗ ଲଗାଇଥାନ୍ତି। ଏହି ଅବସରରେ  କଟକ ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସହ ହୋଲି ଖେଳି ଆର୍ଶୀବାଦ ନେଇଚନ୍ତି କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି।
ତେବେ ନିକଟରେ ଭର୍ତ୍ତୃହରି ବିଜେଡି ଛାଡ଼ିଥିବା ବେଳେ  ଅନୁଭବ ମହାନ୍ତିଙ୍କୁ ନେଇ ଚର୍ଚ୍ଚା ହେଉଛି ।
ଏଭଳି ଏକ ସମୟରେ ଭର୍ତ୍ତୃହରି ଅନୁଭବଙ୍କ ମିଳନ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। କଟକରେ ଦୋଳପୂର୍ଣ୍ଣିମା ଅବସରରେ ହୋଲିର ଶୁଭେଚ୍ଛା ଜଣାଇଛନ୍ତି ଅନୁଭବ । ଏହି ସମୟରେ ଭର୍ତ୍ତୃହରି ମହତାବଙ୍କୁ ମୁଣ୍ଡିଆ ମାରି ସେ ଆଶୀର୍ବାଦ ନେଇଛନ୍ତି।  ଯଦିଓ ଏହା ଦୋଳପୂର୍ଣ୍ଣିମା ଅବସରରେ ଔପଚାରିକା ଦୃଷ୍ଟିରୁ ଦୁଇ ନେତା ପରସ୍ପରକୁ ଭେଟିଛନ୍ତି, ପରେ ବି ସମୟ ଓ ପରିସ୍ଥିତିକୁ ନେଇ ଅନେକ ରାଜନୈତିକ ଚର୍ଚ୍ଚା ହେଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ନାମଲେଖା ପାଇଁ ପ୍ରଥମ ମେଧାତାଲିକା ପ୍ରକାଶ

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌., ବିଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ମେଧାତାଲିକା ମଙ୍ଗଳବାର ସାମ୍‌ସ ପୋର୍ଟାଲରେ ପ୍ରକାଶ ପାଇଛି। ମୋଟ ୪୪,୨୨୨ ଜଣ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri