କୋର୍ଟ ଆସିଲେନି ଅନୁଭବ

କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର କଟକ ଜେଏମ୍‌ଏଫ୍‌ସି ସ୍ବତନ୍ତ୍ର କୋର୍ଟରେ ଅନୁଭବ ଓ ତାଙ୍କ ଦୁଇ ସହଯୋଗୀ ହାଜର ହେବାକୁ ନିର୍ଦ୍ଦେଶ ଥିଲା। ମାତ୍ର ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ଓକିଲଙ୍କ ଜରିଆରେ କୋର୍ଟଙ୍କୁ ସମୟ ମାଗିଥିଲେ। ଅନୁଭବଙ୍କ ଆବେଦନକୁ କୋର୍ଟ ଗ୍ରହଣ କରି ସମୟ ଦେଇଛନ୍ତି। ଅନୁଭବ ମହାନ୍ତି ଓ ତାଙ୍କ ସହଯୋଗୀ ଆସନ୍ତା ସୋମବାର କୋର୍ଟରେ ହାଜର ହେବେ ବୋଲି ଜଣାଯାଇଛି।
ସୂଚନାଯୋଗ୍ୟ, ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ବର୍ଷା ପ୍ରିୟଦର୍ଶିନୀ ପୁରୀଘାଟ ଥାନାରେ ୨୦୨୦ରେ ନିର୍ଯାତନା ମାମଲା ରୁଜୁ କରିଥିଲେ। ଅନୁଭବ ତାଙ୍କୁ ମାନସିକ, ଶାରୀରିକ ଭାବେ ନିର୍ଯାତନା ଦେବା ସହ ବିଭିନ୍ନ ସମୟରେ ଧମକ ଦେଉଥିବା ସେ ଅଭିଯୋଗରେ ଦର୍ଶାଇଥିଲେ। ଅନୁଭବଙ୍କ ଦୁଇ ସହଯୋଗୀ ସୁଜିତ୍‌ ଦଳାଇ ଓ ଖଗେନ୍ଦ୍ର ପ୍ରସାଦ ସାହୁଙ୍କ ବିରୋଧରେ ମଧ୍ୟ ଅଭିଯୋଗରେ ଦର୍ଶାଯାଇଥିଲା। ତେବେ ଏହି ମାମଲାକୁ ରଦ୍ଦ କରିବା ପାଇଁ ଅନୁଭବ କୋର୍ଟରେ ଡିସ୍‌ଚାର୍ଜ ପିଟିସନ୍‌ ଦାୟର କରିଥିଲେ। ବର୍ଷାଙ୍କ ପକ୍ଷରୁ ରୁଜୁ ନିର୍ଯାତନା ଅଭିଯୋଗ ମାମଲାର କୌଣସି ଆଧାର ନାହିଁ। ଏହାକୁ ରଦ୍ଦ କରାଯାଉ ବୋଲି ଅନୁଭବଙ୍କ ପକ୍ଷରୁ ଆବେଦନରେ ଦର୍ଶାଯାଇଥିଲା। ହେଲେ ବର୍ଷାଙ୍କ ପକ୍ଷରୁ ଏହାକୁ ବିରୋଧ କରାଯିବା ସହ ଏହି ମାମଲାରେ ଚାର୍ଜଫ୍ରେମ ପାଇଁ ଯୁକ୍ତି ରଖାଯାଇଥିଲା। କଟକ ଜେଏମ୍‌ଏଫ୍‌ସି କୋର୍ଟ ଅନୁଭବ ମହାନ୍ତି କରିଥିବା ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଥିଲେ। ଏଥିସହ ମଇ ୧୦ରେ ଚାର୍ଜଫ୍ରେମ ପାଇଁ ଜେଏମ୍‌ଏଫ୍‌ସି କୋର୍ଟ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri