Anubhav Mohanty ବହିରେ ସବୁକଥା ଲେଖିଦେଲେ ଜାଗୃତି, ସମ୍ପର୍କରେ ଆସିଲା ନୂଆ ଟ୍ବିଷ୍ଟ!

ଭୁବନେଶ୍ୱର,୧୫।୨: ପ୍ରକାଶ ପାଇଛି ଓଡିଶାର ଲୋକପ୍ରିୟ ସୁପରଷ୍ଟାର ତଥା ରାଜନେତା Anubhav Mohanty ବାୟୋଗ୍ରାଫି। ତେବେ ଏହି ବାୟୋଗ୍ରାଫିର ରଚନା କରିଛନ୍ତି Jagrati Shukla।  ଏହାର ଓଡ଼ିଆ ଅନୁବାଦ କରିଛନ୍ତି ମାନସ ପଢିଆରୀ। ଅନୁଭବ ମହାନ୍ତି ତଥା Varsha Priyadarshini ସବୁବେଳେ ଗଣମାଧ୍ୟମରେ ଆଲୋଚନାର ବିଷୟ ରହିଥିବାବେଳେ ଏହି ବହିରେ ମଧ୍ୟ ତାଙ୍କ ସମ୍ପର୍କରେ ସ୍ଥାନ ପାଇଛି। ଏଥିସହ ଅନୁଭବଙ୍କ ସହ ଜାଗୃତିଙ୍କୁ ନେଇ ବହୁ ରୋଚକ କଥା ମଧ୍ୟ ଆଲୋଚନ କରାଯାଇଛି।

Odisha Actor-Politician Anubhav Mohanty's Biography By Jagrati Shukla To Hit Shelves Soon! | Odisha Bytes

ଏହି ବହି ଲେଖିବା ପାଇଁ ଜାଗୃତିଙ୍କୁ ୪-୫ବର୍ଷ ସମୟ ଲାଗିଥିଲା। ସେ କୁହନ୍ତି କି, ଅନୁଭବଙ୍କ ଜୀବନକୁ ବହୁ ପାଖରୁ ଦେଖିବା ସହ ବହୁ କଷ୍ଟରେ ଏହି ବହିଟିକୁ ଲେଖିଛି। କହିରଖୁଛୁ କି, ବହିର ପ୍ରତିଟି ଶୀର୍ଷକ ଅତ୍ୟନ୍ତ ରହସ୍ୟପୂର୍ଣ୍ଣ ହୋଇଛି। ଯେପରି ଶୀର୍ଷକ ହେଉଛି ‘ ଅବାଞ୍ଚିତ ଜୀବନସାଥୀ ଏବଂ ଲଭ୍‌ ବାଇଚାନ୍ସ ଉପରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?