ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର ବିଜେଡି ଭିତରେ ବହୁତ ଫରକ ଅଛି । ସେ ଦଳର ନେତୃତ୍ୱ ନେଇଥିଲେ ନବୀନ ବାବୁ ଆଜିର ବିଜେଡି ଦଳର ନେତୃତ୍ୱ ନବୀନ ବାବୁ ନେଉନାହାନ୍ତି । ମୋତେ ନବୀନ ପଟ୍ଟନାୟକଙ୍କ ସହ ଭେଟିବା କି କଥା ହେବାକୁ ସୁଯୋଗ ଦେଲେନି । ୪/୫ ବର୍ଷ ଦଳର ନେତାଙ୍କୁ ଭେଟିବାକୁ ସୁଯୋଗ ମିଳିଲାନି । କେନ୍ଦ୍ରାପଡାରେ ମୋତେ କାମ କରିବାକୁ ସୁଯୋଗ ଦିଆଗଲାନି ।

ଅନୁଭବ କହିଥିଲେ, ମୋ ମୁଣ୍ଡ କେବେ ମୁଁ ବିକି ନ ଥିଲି, କି ବିକିବି ନାହିଁ । ମୁଁ ମୋ ନିଜକୁ ପ୍ରତିଶ୍ରୁତି ଦେଇଛି ଆମ ରାଜ୍ୟର ଅସ୍ମିତାକୁ କାହା ହାତରେ ଟେକିଦେବାନି । ଜିଲ୍ଲାପାଳଙ୍କ ଅଫିସରେ ମୋ ଫାଇଲ ମାସ ମାସ ଧରି ପଡି ରହୁଥିଲା । ମୋତେ କେନ୍ଦ୍ରାପଡା ପାଇଁ କାମ କରେଇ ଦେଉ ନ ଥିଲେ । ଆପଣମାନେ ଯେତେବେଳେ ପ୍ରଶ୍ନ କରୁଥିଲେ ଏମପି ଅନୁଭବ ମହାନ୍ତି କୁଆଡେ ଗଲେ ମୁଁ କହିବାକୁ ଚାହୁଁଛି ଦଳ ତରଫରୁ ମୋତେ ଫୋନ କରି ମନା କରାଯାଉଥିଲା । ସରପ୍ରାଇଜ ଭିଜିଟ କଲେ କହୁଥିଲେ ଆପଣ ଭଲ କାମ କରୁଛନ୍ତି ହେଲେ ଏମିତି କରନ୍ତୁନି ସରକାର ଉପରକୁ ଆଙ୍ଗୁଳି ଉଠୁଛି ।

ଅନୁଭବ ଆହୁରି କହିଛନ୍ତି, ମୋ ବାପା ୧୬ ବର୍ଷ ଧରି ଏହି ସରକାର ଯୋଗୁଁ କଷ୍ଟ ଭୋଗିଥିଲେ । ଆପଣ କହୁଥିବେ ମୁଁ ତ ସରକାରରେ ଥିଲି କାହିଁ କିଛି କରିପାରିଲିନି । କାରଣ ମୁଁ ମୋ କ୍ଷମତାର କେବେ ଅପବ୍ୟବହାର କରିନାହିଁ । ମୋ ବାପାଙ୍କ ନାଁରେ ଏହି ସରକାର ୨୦୨୧ରେ ଯେଉଁ ଅଭିଯୋଗ ଆଣିଥିଲେ ତାହା ସମ୍ପୂର୍ଣ୍ଣ ମିଛ ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?