ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି। ଏଥିରେ ବିମୁଖ ହୋଇ ଅନୁଭବ ବିଜେଡି ଛାଡ଼ିଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri