ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍‌ଆର୍‌ଇ ପ୍ରତ୍ୟାହାର ନେଇ ଏସ୍‌ପିଙ୍କ ସୂଚନା

ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏ ନେଇ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମଳନୀରେ ଅନୁଗୋଳ ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି।
ଅନୁଗୋଳ ଜିଲାକୁ ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତ କରାଯିବା ପରେ ଏସ୍‌ପି ଏହି ସୂଚନା ଦେଇଛନ୍ତି। ଏଥିସହ ମାଓ କାର୍ଯ୍ୟକଳାପ ଉପରେ ଜିଲାରେ ଥିବା ଗୁଇନ୍ଦା ବିଭାଗ ଓ ଅନୁଗୋଳ ପୋଲିସ ଦୃଷ୍ଟି ରଖିବ ବୋଲି ଏସ୍‌ପି ମୀନା କହିଛନ୍ତି। ଅନ୍ୟପକ୍ଷରେ ଏସ୍‌ଓଜିରୁ ପ୍ରଶିକ୍ଷଣ ନେଇଥିବା ଗୋଟିଏ ପ୍ଲାଟୁନ କମାଣ୍ଡୋ ଜିଲାରେ ମୁତୟନ ଅଛନ୍ତି। ଯଦି କୌଣସି ମାଓ କାର୍ଯ୍ୟକଳାପ ଦେଖାଦେବ ସେମାନଙ୍କୁ ନେଇ ଅପରେସନ କରାଯିବ। ଆବଶ୍ୟକ ପଡିଲେ ଏସ୍‌ଓଜି ରିକ୍ୟୁସନ ମଧ୍ୟ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ୨୦୧୮ରେ ଅନୁଗୋଳରେ ଶେଷଥର ପାଇଁ ମାଓ କାର୍ଯ୍ୟକଳାପ ଦେଖାଦେଇଥିଲା। ଏହାପରେ ମାଓବାଦୀ କାର୍ଯ୍ୟକଳାପ ଦେଖା ନ ଦେବାରୁ ଏସ୍‌ଆର୍‌ଇକୁ ରାଜ୍ୟ ସରକାର ପ୍ରତ୍ୟାହାର କରିଥିବା ଏସପି ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri