ମୁହଁ ଖୋଲିଲେ ଅନୁପ ଜଲୋଟା

ମୁମ୍ବାଇ: ଭଜନ ସମ୍ରାଟ ଅନୁପ ଜଲୋଟା ଓ ତାଙ୍କ ଶିଷ୍ୟା ଜଶଲିନ ମଥାରୁଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଚାଲିଛି ଚର୍ଚ୍ଚା । ଉଭୟ କୁଆଡେ ବିବାହ କରିଛନ୍ତି ବୋଲି ନିକଟରେ ଶୁଣିବାକୁ ମିଳିଥିଲା । ଏବେ ଏହାକୁ ନେଇ ମୁହଁ ଖୋଲିଛନ୍ତି ଭଜନ ସମ୍ରାଟ । ସେ କହିଛନ୍ତି ଆଶ୍ଚର୍ଯ୍ୟର କଥା ଯେ ଲୋକେ ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ଫଟୋକୁ ବିଶ୍ୱାସ କରୁଛନ୍ତି । ପ୍ରକୃତରେ ଜଶଲିନ ହେଉଛନ୍ତି ଖୁବ୍ ମଡର୍ଣ୍ଣ । ହେଲେ ମୁଁ ଧୋତି ପିନ୍ଧା ସାଦାସିଧା ଲୋକ । ତାଙ୍କର ମୋ ସହ ସମ୍ପର୍କ କେବେବି ଖାପ ଖାଇବ ନାହିଁ । ଏମିତିକି ମୁଁ ଯଦି ୩୫ ବର୍ଷ ବୟସର ଯୁବକ ହୋଇଥାଆନ୍ତି ତେବେ ବି ମୁଁ ଜଶଲିନଙ୍କୁ ବିବାହ କରି ନ ଥାଆନ୍‌ି ବୋଲି ସେ କହିଛନ୍ତି । କାରଣ ମୁଁ ଓ ମୋ ପରିବାର ଆଧ୍ୟାତ୍ମିକ ମାର୍ଗର ଆଉ ଜଶଲିନ ସମ୍ପୂର୍ଣ୍ଣ ଆଧୁନିକା ନାରୀ । ଆମ ଭିତରେ କେବଳ ଗୁରୁ-ଶିଷ୍ୟାର ସମ୍ପର୍କ । ଏବେ ସୋସିଆଲ ମିଡିଆରେ ଯେଉଁ ଫଟୋଟି ଶେୟାର କରାଯାଇଛି ତାହା ଏକ ଫିଲ୍ମର ଫଟୋ ବୋଲି ଅନୁପ କହିଛନ୍ତି । ଯେଉଁଥିରେ ସେ ଜଶଲିନଙ୍କ ପିତା ଭୂମିକାରେ ଅଭିନୟ କରିଛନ୍ତି । ତେଣୁ ତାକୁ ନେଇ ଯେଉଁ ଭୁଲ୍ ତଥ୍ୟ ଦିଆଯାଇଛି ତାକୁ ବିଶ୍ୱାସ କରିବା ଅନୁଚିତ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ଅନୁପ ଜଲୋଟା ଓ ଜଶଲିନଙ୍କ ସମ୍ପର୍କ ଏବେକାର ନୁହେଁ । ଉଭୟ ଯେତେବେେ ବିଗ୍ ବସ୍‌ରେ କପୁଲ ଭାବେ ଏଣ୍ଟ୍ରି କରିଥିଲେ ସେତେବେଳେ ବି ଉଭୟଙ୍କ ରିଲେଶନକୁ ନେଇ ଚର୍ଚ୍ଚା ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri