୪୬ ବର୍ଷ ପରେ ଡିଗ୍ରୀ ହାସଲ କଲେ ଏହି ପ୍ରସିଦ୍ଧ ଭଜନ ଗାୟକ

ଭଜନ ଗାୟକରୁ ନିକଟରେ ଅଭିନେତା ସାଜିଥିବା ଅନୁପ ଜାଲୋଟା ୪୬ ବର୍ଷ ପରେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ବିଏ ଡିଗ୍ରୀ ହାସଲ କରିଛନ୍ତି। ୧୯୭୪ରେ ଅନୁପ ଏଠାରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। କିନ୍ତୁ ଡିଗ୍ରୀ ସାର୍ଟିଫିକେଟ ନେଇ ନ ଥିଲେ। ଏବେ ତାଙ୍କୁ କୁଳପତିଙ୍କ କାର୍ଯ୍ୟାଳୟରେ କୁଳପତି ଏହି ଡିଗ୍ରୀ ପ୍ରଦାନ କରିଥିଲେ। ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବାର ୧୦୦ ବର୍ଷ ବିତିଗଲାଣି, ଏଭଳି ପରିସ୍ଥିତିରେ ଏଠାରେ ଏକ ‘ଶତାବ୍ଦୀ ଉତ୍ସବ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଅନୁପ ଜାଲୋଟାଙ୍କୁ ନିମନ୍ତ୍ରଣ କରାଯାଇଥିଲା। ୪୬ ବର୍ଷ ପରେ ବିଏ ଡିଗ୍ରୀ ହାସଲ କରିବା ପରେ ଅନୁପ ଜାଲୋଟା କହିଛନ୍ତି ଯେ, ତାଙ୍କୁ ଦ୍ୱିତୀୟ ଥର ପାଇଁ ପଦ୍ମଶ୍ରୀ ପ୍ରଦାନ କରାଯାଉଥିବା ଭଳି ଲାଗୁଛି। ସୂଚନାଯୋଗ୍ୟ, ଅନୁପ ଜାଲୋଟା ଖୁବଶୀଘ୍ର ୱୋ ମେରି ଷ୍ଟୁଡେଣ୍ଟ ହୈ ଫିଲ୍ମରେ ନଜର ଆସିବେ। ଯାହାର ଶୁଟିଂ ପ୍ରାୟ ସମ୍ପୂର୍ଣ୍ଣ ହୋଇଛି। ଫିଲ୍ମରେ ତାଙ୍କ ଛାତ୍ର ତଥା ତଥାକଥିତ ଜସଲିନ ମଥାରୁଙ୍କ ସହ ଏହି ଫିଲ୍ମରେ ଅଭିନୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗା ଚୈତନ୍ୟଙ୍କ ଏହି ଅଭିନେତ୍ରୀ ଏବେ ଚର୍ଚ୍ଚାରେ

ମୁମ୍ବାଇ: ଫିଲ୍ମ ‘ବେଙ୍ଗାରାଜୁ’ରେ ନାଗା ଚୈତନ୍ୟଙ୍କ ସହ କାମ କରିଥିବା ଅଭିନେତ୍ରୀ କୀର୍ତ୍ତି ଶେଟ୍ଟୀ ନିକଟରେ ଫିଲ୍ମଫେୟାର ଇଭେଣ୍ଟରେ ଯୋଗ ଦେଇଥିଲେ। ବର୍ତ୍ତମାନ ଅଭିନେତ୍ରୀ ଏହି...

ରାଜନୀତିକୁ ଆସିବାକୁ ନେଇ ଏପରି କହିଲେ ସୋନୁ ସୁଦ

ମହାମାରୀ କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ପରୋପକାର କରି ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଲକ୍‌ଡାଉନ୍‌ ଆରମ୍ଭରେ ସେ...

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି...

ଦର୍ଶକଙ୍କୁ ପସନ୍ଦ ଆସୁଛି ‘ମଲଙ୍ଗ’

ଆଦିତ୍ୟ ରୟ କାପୁର ଓ ଦିଶା ପଟାନୀଙ୍କ ଷ୍ଟାରର୍‌ ଫିଲ୍ମ ‘ମଲଙ୍ଗ’ ବକ୍ସ ଅଫିସରେ ଭଲ ବ୍ୟବସାୟ କରିଛି। ‘ମଲଙ୍ଗ’ରେ ଆଦିତ୍ୟଙ୍କୁ ପୂରା ଦମଦାର ଅନ୍ଦାଜରେ...

କଷ୍ଟ୍ୟୁମ ଦାମ୍‌ ୧.୫କୋଟି

କରୀନା କପୁର ଥରେ ନିଜ କଷ୍ଟ୍ୟୁମ ପାଇଁ ଚର୍ଚ୍ଚାର ପରିସରକୁ ଆସିଥିଲେ। ମଧୁର ଭଣ୍ଡାରକରଙ୍କ ‘ହିରୋଇନ୍‌’ ଫିଲ୍ମରେ ସେ ଏକ କଷ୍ଟ୍ୟୁମ ପିନ୍ଧିଥିଲେ, ଯାହାର ଦାମ୍‌...

ଲଭ୍‌ ୪୨୦

ପ୍ରଯୋଜକ ବିନ୍ନି ପଟ୍ଟନାୟକ ଏବଂ ସଚିକାନ୍ତ ଜେନା କିଛି ମାସ ପୂର୍ବରୁ ଏକାଥରେ ୧୦ଟି ଓଡ଼ିଆ ସିନେମାର ଟାଇଟଲ ଘୋଷଣା କରି ଚର୍ଚ୍ଚାର ପରିସରକୁ ଆସିଥିଲେ।...

ଦୁବାଇରୁ ଫେରିଲେ ଭାଇଜାନ

ମୁମ୍ବାଇ: ଦବଙ୍ଗ ଖାନ୍‌ ସଲମାନ ଦୁବାଇରୁ ଫେରିଛନ୍ତି। ଶନିବାର ଫଟୋଗ୍ରାଫରମାନେ ତାଙ୍କୁ ବିମାନବନ୍ଦରରେ ଦେଖି ନିଜ କ୍ୟାମେରାରେ କଏଦ କରିଥିଲେ। ସୋସିଆଲ ମିଡିଆରେ ଶେୟାର ହୋଇଥିବା...

ଗୋବିନ୍ଦାଙ୍କ ଗୀତରେ ଭାଉଜଙ୍କ ଜବରଦସ୍ତ ଡ୍ୟାନ୍ସ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ନିଜର ପ୍ରତିଭା ପ୍ରଦର୍ଶନ କରିବାକୁ ଲୋକମାନେ ବିଭିନ୍ନ ପ୍ରକାରର ଭିଡିଓ ଶେୟାର କରିଥାନ୍ତି। ଏହି ଭିଡିଓଗୁଡ଼ିକ ମଧ୍ୟରୁ କିଛି ହୃଦୟକୁ ସ୍ପର୍ଶ କରିଥାଏ।...

Advertisement
Archives

Model This Week