ଝାରସୁଗୁଡ଼ା ଅଫିସ,୨୬ା୮: ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏ ମଙ୍ଗଳବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଛତିଶଗଡ଼ ରାଜ୍ୟ ରାୟଗଡ ଜେଲ କର୍ତ୍ତୃପକ୍ଷ ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଜିନ୍ଦଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ତାଙ୍କ ସ୍ବାସ୍ଥ୍ୟ ସଂକ୍ରାନ୍ତରେ ଅନ୍ୟ କୌଣସି ସୂଚନା ମିଳିନାହିଁ ା ସୂଚନାଯୋଗ୍ୟ, ଜଣେ ଯୁବତୀ ଓ ତାଙ୍କ ଝିଅକୁ ହତ୍ୟା କରାଯିବା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଅନୁପ ସାଏଙ୍କୁ ଛତିଶଗଡ଼ ପୋଲିସ ଗିରଫ କରିଥିଲା ା ଏହି ଘଟଣା ପରେ ସେ ଗତ ୭ମାସ ହେବ ରାୟଗଡ ଜେଲରେ ରହି ଆସୁଛନ୍ତି ା
Posted inଆମ ଜିଲା ଖବର, ଝାରସୁଗୁଡ଼ା View All
ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା
ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…
କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା
ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…
ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା
ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…
ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର
ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…
ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…
ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…
ଜାତୀୟ ରାଜପଥରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍ଅପ୍ ଭ୍ୟାନ୍…
ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…
ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି
କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…
Archives

