ନିଆରା ରେକର୍ଡ ହାସଲ କଲେ ଅନୁପମ

ବଲିଉଡର ଅଭିନେତା ଅନୁପମ ଖେର ଇଣ୍ଡଷ୍ଟ୍ରିର ଜଣେ ଦମ୍‌ଦାର୍‌ ଅଭିନେତା ଭାବେ ଜଣାଶୁଣା। ୮୦ ଦଶକରୁ ନିଜର ଦୃଢ ଅଭିନୟ ସହିତ ଦର୍ଶକଙ୍କୁ ମନୋରଞ୍ଜନ କରୁଥିବା ଅନୁପମ ଖେର ତାଙ୍କ କ୍ୟାରିୟରର ୫୩୪ ତମ ଫିଲ୍ମ ସାଇନ୍‌ କରିଛନ୍ତି। ଗତ ବର୍ଷର ସୁପରହିଟ ଫିଲ୍ମ ‘କଶ୍ମୀର ଫାଇଲ୍ସ’ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରିଙ୍କ ଫିଲ୍ମ ‘ଦି ଭ୍ୟାକ୍ସିନ ଓ୍ବାର୍‌’ରେ ଅନୁପମ ଖେରଙ୍କୁ ଦେଖିବାକୁ ମିଳିବ। ଏହାସହ ଅନୁପମ ଏକ ନିଆରା ରେକର୍ଡ ହାସଲ କରିଛନ୍ତି।
ହିନ୍ଦୀ ସିନେମାରେ ସର୍ବାଧିକ ସଂଖ୍ୟକ ଫିଲ୍ମ କରିବାରେ ଅନୁପମ ତୃତୀୟ ସ୍ଥାନ ହାସଲ କରିଛନ୍ତି। ଅଭିନେତ୍ରୀ ଲଲିତା ପାୱାର ଏବଂ ଶକ୍ତି କପୁରଙ୍କ ନାମ ଶୀର୍ଷ ତାଲିକାରେ ରହିଛି। ଅନୁପମ ଏହି ୫୩୪ଟି ଫିଲ୍ମ ଦେଶର ଅଧିକାଂଶ ଭାଷାରେ କରିଛନ୍ତି। ଏଥିରେ କ୍ଷୁଦ୍ର ଫିଲ୍ମ, କେମୋ, ଡକ୍ୟୁମେଣ୍ଟାରୀ ସାମିଲ ଅଛି। ଅନୁପମଙ୍କ ବ୍ୟତୀତ ଅଭିନେତ୍ରୀ ଅରୁଣା ଇରାନୀ ଏବଂ ଅଭିନେତା ଅମରେଶ ପୁରୀ ୪୫୦ରୁ ଅଧିକ ଫିଲ୍ମ କରିଛନ୍ତି।
ଭାରତରେ କରୋନା ଟିକା ତିଆରି କରିବାର କାହାଣୀ ବିବେକ ଅଗ୍ନିହୋତ୍ରିଙ୍କ ଫିଲ୍ମ ‘ଦି ଭ୍ୟାକ୍ସିନ୍‌ ଓ୍ବାର’ରେ ପ୍ରଦର୍ଶିତ ହେବ। ଏହି ଫିଲ୍ମରେ ଅନୁପମ ଖେର ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିବେ। ସେ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି।

 

View this post on Instagram

 

A post shared by Anupam Kher (@anupampkher)


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri