୩୬ ହଜାର ଫୁଟ ଉପରେ ଫିଲ୍ମର ଘୋଷଣା କଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ର ବରିଷ୍ଠ ଅଭିନେତା ଅନୁପମ ଖେର ତାଙ୍କର ୫୧୯ ତମ ଫିଲ୍ମ କରିବାକୁ ଯାଉଛନ୍ତି । ଏହାର ଘୋଷଣା ସେ ୩୬ ହଜାର ଫୁଟ ଉପରେ ରହି କରିଛନ୍ତି । ସେ ଆଟଲାଣ୍ଟିକ ମହାସାଗର ଉପରେ ଏରୋପ୍ଲେନରେ ଯାତ୍ରା କରି ଏହି ଘୋଷଣା କରିଛନ୍ତି । ଏହାର ଏକ ଭିଡିଓ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ଏହାସହ ସେ ଲେଖିଛନ୍ତି, ମୁଁ କେବେ ଭାବି ନ ଥିଲି ଯେ ଆଟଲାଣ୍ଟିକ ମହାସାଗର ଉପରେ ୩୬ ହଜାର ଫୁଟ ଉପରେ ମୋ ଫିଲ୍ମର ଘୋଷଣା କରିବି । ଜୀବନରେ କିଛି ବି ଘଟିପାରେ । ଏହା ଉପରେ ସମସ୍ତ ତଥ୍ୟ ଖୁବ୍‌ଶୀଘ୍ର ମିଳିଯିବ । ଭିଡିଓରେ ଅନୁପମ ବିମାନରେ ରହି ବାହାରର ଦୃଶ୍ୟ ଦେଖାଉଥିବା ଦେଖାଯାଇଛି । ଏହାସହ ଲୋକେଶନ ଅର୍ଥାତ୍ ଆଟଲାଣ୍ଟିକ ମହାସାଗରର ମ୍ୟାପ ମଧ୍ୟ ଦେଖାଉଛନ୍ତି । ଅନୁପମଙ୍କ ପ୍ରଶଂସକ ତାଙ୍କର ୫୧୯ ତମ ମୁଭି ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ କେହି କେହି ଏହାକୁ ୧୦୦୦ କରିବାକୁ ମଧ୍ୟ କହିଛନ୍ତି । ୧୯୮୪ରେ ମୁଭି ‘ସାରାଂଶ’ରୁ ବଲିଉଡରେ ଡେବ୍ୟୁ କରିଥିବା ଅନୁପମ ୩୭ ବର୍ଷ ହେବ ଅଭିନୟର ଯାତ୍ରା ଜାରି ରଖିଛନ୍ତି । ନେଗେଟିଭ୍ ସହ କମେଡି କ୍ୟାରେକ୍ଟରରେ ସେ ଦର୍ଶକଙ୍କର ପ୍ରିୟ ଅଭିନେତା ପାଲଟି ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri