୩୫ ବର୍ଷ ପରେ ତେଲୁଗୁ ଫିଲ୍ମରେ କାମ କରିବେ ଅନୁପମ

ମୁମ୍ବାଇ: ନିଜର ନିଖୁଣ ଅଭିନୟକୁ ନେଇ ଦର୍ଶକଙ୍କ ହୃଦୟରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଛନ୍ତି ଅଭିନେତା ଅନୁପମ ଖେର । ଏବେ ସେ ତାଙ୍କର କିଛି ଭଲ ପ୍ରୋଜେକ୍ଟକୁ ନେଇ ଅଛନ୍ତି ଚର୍ଚ୍ଚାରେ । ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ଅଭିନେତା ଏବେ ଏକ ପୋଷ୍ଟ ଶେୟାର କରି ଆସିଛନ୍ତି ଚର୍ଚ୍ଚାକୁ । ଅନୁପମ ତାଙ୍କର ୫୨୮ତମ ଫିଲ୍ମର ଘୋଷଣା କରିଛନ୍ତି । ଆଉ ଏହା ହେଉଛି ଏକ ତେଲୁଗୁ ଫିଲ୍ମ, ଯେଉଁଥିରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ ।
‘ଦ କଶ୍ମୀର ଫାଇଲ୍ସ’ର ପ୍ରଯୋଜକ ଅଭିଷେକ ଅଗୟୱାଲଙ୍କ ବ୍ୟାନରରେ ନିର୍ମାଣ କରାଯାଉଥିବା ଏହି ଫିଲ୍ମର ଟାଇଟଲ ରହିଛି ‘ଟାଇଗର ନାଗେଶ୍ୱର ରାଓ’ । ସୂଚନାଯୋଗ୍ୟ, ଦୀର୍ଘ ୩୫ ବର୍ଷ ପରେ ଅନୁପମ ପୁଣିଥରେ ତେଲୁଗୁ ଫିଲ୍ମରେ କାମ କରିବାକୁ ଯାଉଛନ୍ତି । ମିଳିଥିବା ଖବର ଅନୁଯାୟୀ, ‘ଟାଇଗର ନାଗେଶ୍ୱର ରାଓ’ ଏକ ବାୟୋପିକ ଓ ଏହା ବି ପ୍ରଥମ ଥର ଦେଖିବାକୁ ମିଳିବ ଯେ ଅନୁପମ ଖେର ପ୍ରଥମ ଥର ସାଉଥ ସୁପରଷ୍ଟାର ରବି ତେଜାଙ୍କ ସହ ଏକାଠି ନଜର ଆସିବେ । ନିକଟରେ ମିଳିଥିବା ସୂଚନା ଅନୁଯାୟୀ, ଏହି ଫିଲ୍ମକୁ ୭୦ ଦଶକରେ ସେଟ୍ କରାଯାଇଥିଲା । ଏହି ଫିଲ୍ମରେ ଅନୁପମ ଓ ରବି ତେଜାଙ୍କ ବ୍ୟତୀତ ନୁପୁର ସେନନ ଓ ଗାୟତ୍ରୀ ଭରଦ୍ୱାଜ ମୁଖ୍ୟ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri